ପ୍ରଧାନମନ୍ତ୍ରୀଙ୍କୁ ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ଅନରରେ ସମ୍ମାନିତ କଲେ ଗ୍ରୀସ୍ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଗ୍ରୀସ୍ ରାଷ୍ଟ୍ରପତି କାଟେରିନା ସାକେଲାରୋପୋଉଲୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ଅନରରେ ସମ୍ମାନିତ କରିଛନ୍ତି। ଅର୍ଡର ଅଫ୍ ଅନର ୧୯୭୫ ମସିହାରେ ସ୍ଥାପିତ ହୋଇଥିଲା। ତାରାର ସମ୍ମୁଖ ପାର୍ଶ୍ୱରେ ଦେବୀ ଏଥେନାଙ୍କ ମୁଣ୍ଡକୁ … Read More