ଟୁଇଟରେ ବିଜେଡିକୁ ଜବାବ ମାଗିଲା ବିଜେପି

ଭୁବନେଶ୍ୱର:ଟୁଇଟରେ ଟାର୍ଗେଟ । ବିଜେଡିକୁ ଜବାବ ମାଗିଲା ବିଜେପି । ବିଜେପି ଓଡ଼ିଶା ମୁଖପାତ୍ର ତେଜେଶ୍ୱର ପରିଡା ବିଜେଡି ସାଂସଦଙ୍କୁ କରିଛନ୍ତି ଟାର୍ଗେଟ । ସାଂସଦ ସସ୍ମିତ ପାତ୍ର ଗତକାଲି ବିଜେପି ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟୁଇଟ କରି ଆକ୍ଷେପ … Read More

ଦିଲ୍ଲୀ ସେବା ଆଇନର ପରୀକ୍ଷା କରିବେ ସୁପ୍ରିମକୋର୍ଟ, କେନ୍ଦ୍ରକୁ ନୋଟିସ

ଦେଶର ରାଜଧାନୀ ଦିଲ୍ଲୀର ପ୍ରଶାସନିକ ନିଯୁକ୍ତି ଓ ବଦଳି ଉପରେ ନିୟନ୍ତ୍ରଣ ରଖିବା ପାଇଁ କେନ୍ଦ୍ର ସରକାର ଆଣିଥିବା ଦିଲ୍ଲୀ ସର୍ଭିସ ଆଇନର ସମୀକ୍ଷା କରିବେ ସୁପ୍ରିମକୋର୍ଟ। ନିକଟରେ କେନ୍ଦ୍ର ସରକାର ଏ ସଂକ୍ରାନ୍ତ ବିଲ୍‌ ଲୋକସଭା ଓ ରାଜ୍ୟସଭାରେ … Read More

ଆସନ୍ତା ୨ ଦିନ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଦେଖା ଯାଇଛି। ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବଦ୍ରପାତ ହେବା ଆଶଙ୍କା ନେଇ ୟେଲୋ … Read More

ମୋଦିଙ୍କ ସହ ଜିନପିଙ୍ଗଙ୍କ ଆଲୋଚନା

ଭାରତର ଅନୁରୋଧକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ କଥାବାର୍ତ୍ତା କରିଥିବା ଦାବିକୁ ନୂଆଦିଲ୍ଲୀ ପକ୍ଷରୁ ଖଣ୍ଡନ କରାଯାଇଛି। ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୫ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ଦୁଇ ନେତା ଆଲୋଚନା କରନ୍ତୁ ବୋଲି … Read More

ବିଦ୍ୟୁତ ଆଘାତରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

ଯାଜପୁର: ପ୍ରକଳ୍ପ କାମ କରୁଥିବାବେଳେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ । କାମ କରୁଥିବାବେଳେ ବିଦ୍ୟୁତ ଆଘାତ ଯୋଗୁ ଉଭଙ୍କର ମୃତ୍ୟୁ ଘଟିଛି ।  ମୃତ ଦୁଇ ଶ୍ରମିକଙ୍କ ଘର ପଶ୍ଚିମବଙ୍ଗ ରାଜ୍ୟ ମାଲଦା ଥାନା ଅଞ୍ଚଳରେ । ପଶ୍ଚିମବଙ୍ଗ … Read More

ଚନ୍ଦ୍ରପୃଷ୍ଠରେ ଚାଲିଲା ରୋଭର ପ୍ରଜ୍ଞାନ

ଚନ୍ଦ୍ରପୃଷ୍ଠରେ ସଫଳ ଅବତରଣ ପରେ କାର୍ଯ୍ୟ ଆରମ୍ଭ କରି ଦେଇଛି ଚନ୍ଦ୍ରଯାନ-୩ । ଚନ୍ଦ୍ରପୃଷ୍ଠରେ ଠିକ୍ ଭାବେ କାମ କରୁଛି ରୋଭର ପ୍ରଜ୍ଞାନ । ଲ୍ୟାଣ୍ଡର ବିକ୍ରମରୁ ରୋଭର ପ୍ରଜ୍ଞାନ ବାହାରୁଥିବା ବେଳର ଭିଡିଓ ଆଜି ଜାରି କରିଛି ଇସ୍ରୋ । ଏହି … Read More

ଭିଜିଲାନ୍ସ ଜାଲରେ ବଲାଙ୍ଗିର ବିଇଓ ଅଫିସ ଆକାଉଣ୍ଟାଣ୍ଟ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବିଇଓ ଅଫିସ ଆକାଉଣ୍ଟାଣ୍ଟ । ପେନସନ ପାଇଁ ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଆକାଉଣ୍ଟାଣ୍ଟ ଅଜୟ ଖୁଣ୍ଟିଆ ଆଜି ଲାଞ୍ଚ … Read More

ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ ଓ ପ୍ରିୟଙ୍କା !

ନୂଆଦିଲ୍ଲୀ: ୨୦୨୪ ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୀତି ସେତେ ସରଗରମ ହେଉଛି। ନିର୍ବାଚନ ଜିତିବା ଲକ୍ଷରେ ସମସ୍ତ ଦଳର ନେତା। ରାଜ୍ୟରେ ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ନିଜ ଦଳ ପାଇଁ ରଣନୀତି ପ୍ରସ୍ତୁତ କରୁଛନ୍ତି। ଏହି … Read More

ରାଗିଂ ରୋକିବ ଇସ୍ରୋ, ପଶ୍ଚିମବଙ୍ଗରେ ହେବ ଆରମ୍ଭ

କଲେଜ କ୍ୟାମ୍ପସରେ ରାଗିଂ ରୋକିବାକୁ ନିଆଯିବ ଶକ୍ତ ପଦକ୍ଷେପ । ଏଥିରେ ସାହାଯ୍ୟ କରିବ ଇସ୍ରୋ । ଇସ୍ରୋର ଅତ୍ୟାଧୁନିକ ଜ୍ଞାନ କୌଶଳ ଯୋରୁ କଲେଜ କ୍ୟାମ୍ପସରେ ରାଗିଂର ମାତ୍ରା ବହୁତ କମିଯିବ ବୋଲି ଆକଳନ କରାଯାଉଛି। ପଶ୍ଚିମବଙ୍ଗ ରାଜ୍ୟପାଳ … Read More

ପ୍ରଦୀପ ପାଣିଗ୍ରାହୀଙ୍କୁ ଅଟକାଇ ଗାଡି ଉପରକୁ ପାଣିବୋତଲ ଓ ଅଣ୍ଡା ମାଡ

ବ୍ରହ୍ମପୁର: ବ୍ରହ୍ମପୁରରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଅଧାବାଟରେ ଅଟକାଇଲେ ।  ଅଣ୍ଡା,  ପାଣିବୋତଲ ମାଡ କଲେ  । ଏମିତି ଭାବେ ଆଜି ପ୍ରଦୀପ ସମର୍ଥକ ଓ  ବିଜେଡି ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଦେଖିବାକୁ ମିଳିଛି । ପରିସ୍ଥିତି … Read More