ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୩ ଦିନ ଯାଏଁ ୟେଲୋ ୱାର୍ଣ୍ଣି ଜାରି
ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ବୁଧବାର ଅପରାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଦେଖା ଯାଇଛି। ଗତକାଲିର ବର୍ଷା ସବୁ ଜିଲ୍ଲାକୁ ବେହାଲ କରିଛି। ଭାରତ ପାଣିପାଗ ବିଭାଗ (ଆଇଏମଡି) ଆଗାମୀ ୧୨ ଘଣ୍ଟା ମଧ୍ୟରେ … Read More