ଆଜିଠୁ ରାଜଧାନୀ ଏକ୍ସପ୍ରେସ୍‌ରେ ଲାଗିବ ତେଜସ୍ କୋଚ

ଭୁବନେଶ୍ବର: ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସର ସମସ୍ତ ରେକ ତେଜସ କୋଚ ସହ ଚଳାଚଳ କରିବ ।ବୁଧବାରଠାରୁ ଏହା ଚଳାଚଳ କରିବ । ବୁଧବାର ଓ ରବିବାର ଭୁବନେଶ୍ୱରରୁ ଛାଡୁଥିବା ଏବଂ ସୋମବାର ଓ ଶୁକ୍ରବାର ନୂଆଦିଲ୍ଲୀରୁ ଛାଡୁଥିବା ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ବର ରାଜଧାନୀ … Read More

ବିହାରରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ତଳେ ପଶିଗଲା ସ୍କର୍ପିଓ: ୭ ମୃତ

ବିହାରର ରୋହତାସରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୪ ଜଣ ଗୁରୁତର ମଧ୍ୟ ରହିଛନ୍ତି । ରୋହତାସ ଜିଲ୍ଲା ଶିବସାଗର ଥାନା ଅଞ୍ଚଳ ଜାତୀୟ ରାଜପଥରେ ଭୋର ୩ଟା ସମୟରେ ଏଭଳି ଦୁର୍ଘଟଣା … Read More

ଗହଣା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼ କରି ଲୁଟିନେଲେ ଦୁର୍ବୃତ୍ତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ମଙ୍ଗଳବାର ଜଣେ ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼ କରି ଦୁର୍ବୃତ୍ତମାନେ ମୂଲ୍ୟବାନ ଅଳଙ୍କାର ଭର୍ତ୍ତି ବ୍ୟାଗ୍ ଲୁଟି ନେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ବାଲିଗୁଡ଼ାର ନେହରୁ ଛକ ନିକଟରେ ସୁନା ଗହଣା ଭର୍ତ୍ତି ବ୍ୟାଗ୍ … Read More

ରୁଷ୍‌ର ପସ୍କୋଭ୍‌ ବିମାନ ବନ୍ଦରରେ ଡ୍ରୋନ୍‌ ଆକ୍ରମଣ; ଭୟଙ୍କର ଅଗ୍ନିକାଣ୍ଡ ଘଟି ୪ ବିମାନ ନଷ୍ଟ

ମସ୍କୋ: ୟୁକ୍ରେନ୍‌ ଡ୍ରୋନ୍‌ ଆକ୍ରମଣ ଯୋଗୁଁ ମଙ୍ଗଳବାର ରାତିରେ ଏଷ୍ଟୋନିଆ ନିକଟରେ ଥିବା ରୁଷ୍‌ର ପସ୍କୋଭ୍‌ ବିମାନ ବନ୍ଦରରେ ଭୀଷଣ ଅଗ୍ନିକାଣ୍ଡ ଘଟିଥିବା କଥା ଆଞ୍ଚଳିକ ଗଭର୍ଣ୍ଣର୍‌ ମିଖାଇଲ୍‌ ବେଦେର୍ଣ୍ଣିକୋଭ୍‌ କହିଛନ୍ତି। ଡ୍ରୋନ୍‌ ଆକ୍ରମଣଜନିତ ଅଗ୍ନିକାଣ୍ଡର ଭିଡିଓ ମଧ୍ୟ ବେଦେର୍ଣ୍ଣିକୋଭ୍‌ ‘ଟେଲିଗ୍ରାମ୍‌’ରେ … Read More

ପ୍ରେସମିଟ୍ ପୂର୍ବରୁ ହାତ ଗୋଡ ବାନ୍ଧି ପ୍ରଫୁଲ୍ଲ ସାମନ୍ତରାଙ୍କୁ ନେଇଗଲେ

ରାୟଗଡ଼ା: ଲୋକଶକ୍ତି ଅଭିଯାନର ସଭାପତି ପ୍ରଫୁଲ୍ଲ ସାମନ୍ତରାଙ୍କୁ ଅପହରଣ କରାଯାଇଥିବା ବେଳେ ରାୟଗଡ଼ାରୁ ଏକ ବଲେରୋ ଯୋଗେ ତାଙ୍କୁ ବ୍ରହ୍ମପୁର ବାସଭବନରେ ନେଇ ଛାଡିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।। ମଙ୍ଗଳବାର ସ୍ଥାନୀୟ ହୋଟେଲ୍ ସ୍ବାଗତ ନିକଟରୁ ତାଙ୍କୁ ୩ … Read More

ଆଇଟିସି ମୌର୍ଯ୍ୟ ଶେରାଟନରେ ରହିବେ ବାଇଡେନ୍, ତାଜ୍‌ ପ୍ୟାଲେସ୍‌ରେ ଜିନପିଙ୍ଗ୍‌

ନୂଆଦିଲ୍ଲୀ: ଜି-୨୦ ସମ୍ମିଳନୀ ପାଇଁ ସଦସ୍ୟ ରାଷ୍ଟ୍ରର ନେତା ଏବଂ ପ୍ରତିନିଧି ଦଳ ଦିଲ୍ଲୀ ଆସିବେ। ସମ୍ମିଳନୀ ସମୟରେ ଦିଲ୍ଲୀ-ଏନ୍‌ସିଆରର ୩୦ରୁ ଅଧିକ ହୋଟେଲ୍‌ରେ ଜି-୨୦ ପ୍ରତିନିଧିମାନେ ରହିବେ। ଆମେରିକା ର‌ାଷ୍ଟ୍ରପତି ଜୋ ବାଇଡେନ୍‌ ଆଇଟିସି ମୌର୍ଯ୍ୟ ଶେରାଟନ୍‌ରେ ରହିବେ … Read More

ବେଆଇନ୍ ଭାବରେ ନାବାଳିକାଙ୍କ ଗର୍ଭ ନଷ୍ଟ କରିଥିବା ଅଭିଯୋଗ, ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ସୁନ୍ଦରଗଡ଼ : ଆୟୁଷ ଡାକ୍ତରଙ୍କ ନାଁରେ ସାଂଘାତିକ ଅଭିଯୋଗ । ବେଆଇନ୍ ଭାବରେ ନାବାଳିକାଙ୍କ ଗର୍ଭ ନଷ୍ଟ କରିଥିବା ଅଭିଯୋଗ । ଥାନାରେ ପୀଡିତାଙ୍କ ମାଆ ଲିଖିତ ଅଭିଯୋଗ କରିବା ପରେ ତନାଘନା ତଦନ୍ତ ଚାଲିଛି । ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା … Read More

ତିନି ଜଣ ଠକଙ୍କୁ ବିହାରରୁ ଗିରଫ କଲା କୋରାପୁଟ ପୋଲିସ

କୋରାପୁଟ: ଅନଲାଇନ୍ ଠକେଇ କରି ନିରୀହ ଲୋକଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗରେ କୋରାପୁଟର ଏକ ପୁଲିସ ଟିମ୍ ବିହାରରୁ ୩ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ବିହାରର ନାବଡା ଜିଲ୍ଲା ଚକବାଇ ଗ୍ରାମର … Read More

ଯାଜପୁରରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ 5T ସଚିବ

ଯାଜପୁର: ଯାଜପୁରରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା। ତିନିଦିନିଆ ଗସ୍ତରେ ଯାଇ ପ୍ରଥମ ଦିନରେ ମିଶନ ଶକ୍ତି ମହିଳା ଓ ଜିଲ୍ଲାର କଲେଜ ଛାତ୍ରଛାତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି 5T ସଚିବ ଭିକେ ପାଣ୍ଡିଆନ। କଲେଜର ରୂପାନ୍ତରଣ ସହ ଅଧ୍ୟାପକ ଅଧ୍ୟାପିକାଙ୍କ … Read More

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ହେଉଛି ପବିତ୍ର ରକ୍ଷା ବନ୍ଧନ

ରାକ୍ଷୀ । ସୂତା ଖଣ୍ଡିଏ ନୁହେଁ ସେ ସଂପର୍କର ସେତୁ । ଯେତିକି ବିଶ୍ବାସ ଆଖିକୁ ସେତିକି ବିଶ୍ବାସ ରାକ୍ଷୀକୁ । ଚଳିତ ବର୍ଷ ପଞ୍ଜିକାରେ ଆଜି ରକ୍ଷା ବନ୍ଧନ ଓ ଆସନ୍ତାକାଲି ରାକ୍ଷୀ ପୂର୍ଣ୍ଣିମା ଉଲ୍ଲେଖ ରହିଛି । … Read More