ମୋଦି ସରକାରକୁ ଚନ୍ଦ୍ରବାବୁ ନାଇଡୁଙ୍କ ଟିଡିପିର ସମର୍ଥନ

ନୂଆଦିଲ୍ଲୀ: ରାଜନୀତିରେ ସବୁ ସମ୍ଭବ। ଆଜି ଯିଏ ଶତ୍ରୁ, କାଲି ସିଏ ମିତ୍ର ହୋଇପାରେ। ଏହାର ଜ୍ୱଳନ୍ତ ଉଦାହରଣ ଏବେ ସାମ୍ନାକୁ ଆସିଛି। ଆନ୍ଧ୍ର ପ୍ରଦେଶର ତେଲୁଗୁ ଦେଶମ ପାର୍ଟି(ଟିଡିପି) ଏହି କଥାକୁ ପ୍ରମାଣିତ କରି ଦେଖାଇଛି। ଚନ୍ଦ୍ରବାବୁ ନାଇଡୁଙ୍କ ଟିଡିପି … Read More

କେରଳ : ଆଶ୍ରମରେ ରହିବାକୁ ଆସିଥିବା ଆମେରିକୀୟ ମହିଳାଙ୍କୁ ଗଣଦୁଷ୍କର୍ମ, ୨ ଗିରଫ

ନୂଆଦିଲ୍ଲୀ: କେରଳର କୋଲ୍ଲାମ ଜିଲ୍ଲାରେ ଜଣେ ୪୪ ବର୍ଷୀୟ ଆମେରିକୀୟ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ମହିଳାଙ୍କୁ ନିଶା ଦେବା ପରେ ଦୁଇ ଅଭିଯୁକ୍ତ ତାଙ୍କୁ ନିଜ ସହ ଏକ ଅଜଣା ସ୍ଥାନକୁ ନେଇଯାଇଥିଲେ, ଯେଉଁଠାରେ ତାଙ୍କୁ ଅନେକ ଥର … Read More

ହରିୟାଣା ହିଂସାକୁ ନେଇ ଦିଲ୍ଲୀରେ ବିକ୍ଷୋଭ: ‘ଘୃଣ୍ୟ ଭାଷଣ’ ଉପରେ ନିଷେଧାଦେଶ ଜାରି ସହ ରାଲିର ଭିଡିଓଗ୍ରାଫି ପାଇଁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ହରିୟାଣାରେ ସାମ୍ପ୍ରଦାୟିକ ସଂଘର୍ଷକୁ ନେଇ ଆନ୍ଦୋଳନ ଦିଲ୍ଲୀ ସୀମାରେ ପହଞ୍ଚିଥିବା ବେଳେ ସୁପ୍ରିମକୋର୍ଟ ସାମ୍ପ୍ରଦାୟିକ ନିଆଁ ଲଗାଇବା ଏବଂ ଲୋକଙ୍କୁ ହିଂସା ପାଇଁ ଉତ୍ସାହିତ କରୁଥିବା ରାଲିକୁ ବନ୍ଦ କରିବା ପାଇଁ ହୋଇଥିବା ଏକ ଆବେଦନର ଶୁଣାଣି କରି ଭିଏଚ୍‌ପି/ବଜରଙ୍ଗ … Read More

ସାଂସଦଙ୍କ ଆଚରଣକୁ ନେଇ ବାଚସ୍ପତି କ୍ଷୁବ୍ଧ, ସଂସଦକୁ ଆସିଲେନି

ନୂଆଦିଲ୍ଲୀ : ମୌସୁମୀ ଅଧିବେଶନ ଆରମ୍ଭ ହେବା ଦିନ ଠାରୁ ଉଭୟ ଲୋକସଭା ଓ ରାଜ୍ୟସଭାରେ ମଣିପୁର ତାତି ଦେଖିବାକୁ ମିଳିଛି। ମଣିପୁର ପ୍ରସଙ୍ଗରେ ଗୃହ କାର୍ଯ୍ୟ ଠିକ ଭାବେ ଚାଲିପାରୁନି। ଲୋକସଭାରେ ଉଭୟ ଶାସକ ଓ ବିରୋଧୀ ଦଳର ସାଂସଦମାନେ … Read More

ସାଂପ୍ରଦାୟିକ ହିଂସାରେ ଜଳୁଛି ହରିଆଣା: ମୁଖ୍ୟମନ୍ତ୍ରୀ କହିଲେ- ଆମେ ସମସ୍ତଙ୍କ ସୁରକ୍ଷା କରିପାରିବୁ ନାହିଁ

ନୁର : ହରିଆଣାର ନୁହ୍‌ରେ ସୋମବାର ଆରମ୍ଭ ହୋଇଥିବା ସାଂପ୍ରଦାୟିକ ହିଂସାର ପ୍ରଭାବ ରାଜଧାନୀ ଦିଲ୍ଲୀର ଆଖପାଖ ଅଞ୍ଚଳରେ ଦେଖିବାକୁ ମିଳିଲାଣି। ନୁହ୍‌ରେ ସୋମବାର ହୋଇଥିବା ଦଙ୍ଗାରେ ୬ ଜଣଙ୍କ ଜୀବନ ମଧ୍ୟ ଯାଇଛି। ଦଙ୍ଗାକାରୀ ଶତାଧିକ ଗାଡ଼ି ଜାଳି ଦେବା … Read More

ବିଶ୍ବକପ୍ : ଅକ୍ଟୋବର ୧୪ରେ ଭାରତ ବିପକ୍ଷରେ ଖେଳିବାକୁ ରାଜି ହେଲା ପାକିସ୍ତାନ

ନୂଆଦିଲ୍ଲୀ : ଅକ୍ଟୋବର ୫ରୁ ଆରମ୍ଭ ହେବ ବିଶ୍ୱକପ୍ ୨୦୨୩ । ଏହାର ସମସ୍ତ ମ୍ୟାଚ୍ ଭାରତରେ ଖେଳାଯିବ। ଏହି ଟୁର୍ଣ୍ଣାମେଣ୍ଟରେ ଅକ୍ଟୋବର ୧୫ରେ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାର ଥିଲା। କିନ୍ତୁ ସୁରକ୍ଷା ଏଜେନ୍ସି ଏହି ତାରିଖକୁ … Read More

ପଶ୍ଚିମବଙ୍ଗରେ ହେବ ମଦ୍ରାସା ସର୍ଭେ, ବଢିବ ଅନୁଦାନ, ଘୋଷଣା କଲେ ମମତା ବାନାର୍ଜୀ

କୋଲକାତା : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘୋଷଣା କରିଛନ୍ତି ଯେ ସାରା ରାଜ୍ୟରେ ଏକ ସର୍ଭେ କରାଯିବ, ଯେଉଁଥିରେ ମଦ୍ରାସାଗୁଡ଼ିକର ପଞ୍ଜୀକରଣ କରାଯିବ। ତେବେ ଯେଉଁ ମଦ୍ରାସାମାନେ ସରକାରଙ୍କ ନିକଟରେ ପଞ୍ଜୀକୃତ ହେବାକୁ ଚାହୁଁଛନ୍ତି ସେମାନେ ଏହି ସର୍ଭେରେ ଅଂଶଗ୍ରହଣ … Read More

ମଧୁମେହକୁ ମାତ୍ ଦେଇପାରିବ ଏହି ପାନୀୟ, ଖୁଲାସା କଲେ ବୈଜ୍ଞାନିକ

ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ମାତ୍ ଦେବାପାଇଁ ପରୀକ୍ଷା-ନିରୀକ୍ଷା ଜାରି ରଖିଛନ୍ତି ବୈଜ୍ଞାନିକ। ଏହାରି ମଧ୍ୟରେ ଟାଇପ୍-୨ ମଧୁମେହ ପରିଚାଳନା କ୍ଷେତ୍ରରେ ଅନୁସନ୍ଧାନକାରୀଙ୍କୁ ମିଳିଛି ନୂଆ ସୁରାକ। କୋମ୍ବୁଚା ଭଳି ଏକ ପାନୀୟ … Read More

ମଣିପୁର ପ୍ରସଙ୍ଗରେ ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ ଦଳର ସାଂସଦ

ନୂଆଦିଲ୍ଲୀ : ମଣିପୁର ପ୍ରସଙ୍ଗରେ ଆଜି ବିରୋଧୀ ଦଳର ସାଂସଦମାନଙ୍କ ଗୋଟିଏ ପ୍ରତିନିଧି ଦଳ ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ସେମାନେ ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦରେ ବିବୃତି ରଖନ୍ତୁ ବୋଲି ଦାବି କରି ଗୋଟିଏ ସ୍ମାରକପତ୍ର … Read More