୧୧୫ ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଭ୍ରାମ୍ୟମାଣ ଅବକାରୀ ଟିମ୍‌ ପକ୍ଷରୁ ଚଢ଼ଉ କରାଯାଇ ଶୁକ୍ରବାର ସକାଳୁ ଖୋର୍ଦ୍ଧା ପୌରାଂଚଳର ଠେଙ୍ଗାହାଟ ଛକ ନିକଟରୁ ଜଣେ ମହିଳାଙ୍କ ଠାରୁ ୧୧୫ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଗିରଫ ହୋଇଥିବା ମହିଳା ଜଣକ ଠେଙ୍ଗାହାଟ ନିକଟବର୍ତୀ ସ୍ବପ୍ନେଶ୍ବର … Read More

ହୀରାକୁଦ ଜଳଭଣ୍ଡାରରୁ ୧୨ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ସମ୍ବଲପୁର: ମହାନଦୀର ଉପରମୁଣ୍ଡରୁ ବର୍ଷା ଜଳ ପ୍ରବେଶ କରୁଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଆଜି ଅପରାହ୍‌ଣରେ ୨ଟି ପର୍ଯ୍ୟାୟରେ ୫ଟି ଲେଖାଏଁ ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍‌ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ କରାଯାଉଥିଲା। ଆଜି ପୁଣି ୧୦ଟି ଗେଟ୍‌ ଦେଇ … Read More

ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ପରେ ‘ସତ୍ୟର ବିଜୟ’ ବୋଲି କହିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ମୋଦି ସରନେମ୍ ମାମଲାରେ ସୁପ୍ରିମକୋର୍ଟ ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି ଦେବା ସହ ଦଣ୍ଡାଦେଶ ଉପରେ ରୋକ୍ ଲଗାଇଛନ୍ତି । ଏଥିସହ ରଦ୍ଦ ହୋଇଥିବା ରାହୁଲ ଗାନ୍ଧୀଙ୍କ ଲୋକସଭା ସାଂସଦ ପଦ ମିଳିଛି । ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ପ୍ରଥମ ପ୍ରତିକ୍ରିୟା … Read More

ପୁଣି ବିଜେବି କଲେଜରେ ଅଶାନ୍ତି: ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରସ୍ଥିତ ବକ୍ସି ଜଗବନ୍ଧୁ ବିନାୟକ (ବିଜେବି) ସ୍ବୟଂଶାସିତ ମହାବିଦ୍ୟାଳୟରେ ପୁଣି ଥରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ଦୁଇ ଗୋଷ୍ଠୀ ମଧ୍ୟରେ ଶୁକ୍ରବାର ଗଣ୍ଡଗୋଳ ହୋଇଥିବା ଜଣାପଡ଼ିଛି। କମେଣ୍ଟମରାକୁ କେନ୍ଦ୍ର କରି ଦୁଇ ଛାତ୍ରଙ୍କୁ ଆକ୍ରମଣ ହୋଇଛି। ଆମ୍ବେଦକର … Read More

ଶୁଭେନ୍ଦୁ ଅଧିକାରୀଙ୍କୁ ଆଶ୍ୱସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଶୁଭେନ୍ଦୁ ଅଧିକାରୀଙ୍କୁ ଆଶ୍ୱସ୍ତି। ଶୁକ୍ରବାର କୋଲକତା ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ। ଏଥିରେ କୁହାଯାଇଛି ଯେ ପଶ୍ଚିମବଙ୍ଗ ପୋଲିସ ବିଜେପି ନେତା ସୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ଏଫଆଇଆର ଦାଖଲ କରିପାରିବ। ମୁଖ୍ୟ ବିଚାରପତି ଡି.ୱାଇ ଚନ୍ଦ୍ରଚୁଡ଼ଙ୍କ ଅଧ୍ୟକ୍ଷତା ପୀଠ କହିଛନ୍ତି, … Read More

ପାଣିରେ ଭାସିଗଲେ ଯୁବକ: ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ନୌରଙ୍ଗପୁର ଗ୍ରାମର ଅରୁଣ ରାଉତଙ୍କ ପୁଅ ନିରୋଜ ନିକଟ ମାଳଦା ବଜାରକୁ ସଉଦା ଆଣିବାକୁ ଯାଉଥିବା ବେଳେ ପାଣି ସୁଅରେ ଭାସିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ପ୍ରାୟ ୫୦ ମିଟର ଦୂର … Read More

ସର୍ବସାଧାରଣଙ୍କ ପାଇଁ ଅଗଷ୍ଟ ୧୬ରୁ ପୁଣି ଖୋଲିବ ‘ଅମୃତ ଉଦ୍ୟାନ’

ନୂଆଦିଲ୍ଲୀ: ଅଗଷ୍ଟ ୧୬ରୁ ପୁଣି ଖୋଲିବ ରାଷ୍ଟ୍ରପତି ଭବନରେ ଅବସ୍ଥିତ ପ୍ରସିଦ୍ଧ ‘ଅମୃତ ଉଦ୍ୟାନ’। ବର୍ଷକ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଅମୃତ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଉଦ୍ୟାନ ଉତ୍ସବ-୧ ଅଧୀନରେ ଚଳିତ … Read More

ଦଶମନ୍ତପୁର ଥାନା ଅଧିକାରୀଙ୍କୁ ନିଲମ୍ବନ କଲେ ପୁଲିସ ଡିଜି

ଭୁବନେଶ୍ୱର: ଏକ ମାମଲାର ରଫାଦଫା କରିବାକୁ ୮ ହଜାର ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଦଶମନ୍ତପୁର ଥାନା ଅଧିକାରୀ ଚନ୍ଦ୍ରଭାନୁ ମହାନ୍ତିଙ୍କୁ ଆଜି ପୁଲିସ ଡିଜି ନିଲମ୍ବନ କରିଛନ୍ତି | ଭିଜିଲାନ୍ସ ଦ୍ୱାରା ଗିରଫ ହେବା ପରେ ଆଜି … Read More

ଏଏସଓ ପରୀକ୍ଷାରେ ଅନିୟମିତତା: ୬ ସପ୍ତାହରେ ଚୟନ ପ୍ରକ୍ରିୟା ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଏଏସଓ ପରୀକ୍ଷା ଅନିୟମିତତା ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ।  ୬ ସପ୍ତାହ ମଧ୍ୟରେ  ପୂର୍ବରୁ ପ୍ରକାଶ ପାଇଥିବା ମେଧା ତାଲିକାକୁ ରଦ୍ଦ କରି ନୂଆ ମେଧା ତାଲିକା ପ୍ରକାଶ କରିବାକୁ ଓପିଏସସିକୁ ନିଦ୍ଦେର୍ଶ ଦେଇଛନ୍ତି ହାଇକୋର୍ଟ । ମେ … Read More

NCC କ୍ୟାଡେଟଙ୍କୁ ସିନିୟର ଛାତ୍ରଙ୍କ ନିସ୍ତୁକ ମାଡ

NCC କ୍ୟାଡେଟଙ୍କୁ ସିନିୟର ଛାତ୍ରଙ୍କ ନିସ୍ତୁକ ମାଡ । କାଦୁଅ ମଧ୍ୟରେ NCC କ୍ୟାଡେଟକୁ ନୁଆଇଁ ବାଡିରେ ପିଟୁଛନ୍ତି ଜଣେ ଯୁବକ । ଜଣଙ୍କ ପରେ ଜଣଙ୍କୁ ପିଟୁଛନ୍ତି ଯୁବକ । ମହାରାଷ୍ଟ୍ର ଥାନେ ଜୋଷୀ ବେଦକର କଲେଜରେ ଏପରି ଘଟଣା … Read More