ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର
କଟକ: ଶପଥ ନେଲେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଆଜି ତାଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ପାଠ କରାଇଛନ୍ତି। ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଶପଥଗ୍ରହଣ … Read More