ମଶା ବୃଦ୍ଧି ପାଇଁ ଅନୁକୂଳ ପରିବେଶ ସୃଷ୍ଟି କଲେ ଏଣିକି ତଣ୍ଡ
ଭୁବନେଶ୍ୱର: ରାଜଧାନୀରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଅନୁକୂଳ ହେଉଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛି। ମଶା ଲାର୍ଭା ବୃଦ୍ଧି ହେବାର ସମ୍ଭାବନା ବ୍ୟବସାୟିକ … Read More