ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ: କିଏ କେଉଁଠି କରିବେ ପତାକା ଉତ୍ତୋଳନ
ଭୁବନେଶ୍ୱର:ରାଜ୍ୟରେ ଆରମ୍ଭ ହୋଇ ଯାଇଛି ସ୍ୱାଧୀନତା ଦିବସ ପ୍ରସ୍ତୁତି । କିଏ କେଉଁଠି କରିବ ପତାକା ଉତ୍ତୋଳନ ସେ ନେଇ ତାଲିକା ପ୍ରସ୍ତୁତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ଉତ୍ସବରେ ଯୋଗ ଦେଇ ପତାକା ଉତ୍ତୋଳନ କରିବେ … Read More