ଝାଡ଼ାବାନ୍ତିରେ ୮୦ ଛାତ୍ରଛାତ୍ରୀ ଅସୁସ୍ଥ

ସମ୍ବଲପୁର : ଝାଡ଼ାବାନ୍ତିରେ ପ୍ରାୟ ୮୦ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ଘଟଣା ଘଟିଛି ସମ୍ବଲପୁର ଗୋଶାଳା ଠାରେ ଥିବା ନବୋଦୟ ବିଦ୍ୟାଳୟରେ। ଗୁରୁବାର ପିଲାମାନେ ହଷ୍ଟେଲରେ ରାତ୍ର ଭୋଜନ ଖାଇ ଶୋଇଥିଲେ। ଶୁକ୍ରବାର ସକାଳେ କିଛି ପିଲାଙ୍କୁ ବାନ୍ତି ହୋଇଥିଲା। ଆଉ … Read More

ଆନନ୍ଦପୁରର ଯବାନ୍ ସୁଶାନ୍ତ କୁମାର ଖୁଣ୍ଟିଆଙ୍କୁ ଅଶ୍ରୁଳ ବିଦାୟ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଶେଷକୃତ୍ୟ

ଆନନ୍ଦପୁର: ନକ୍ସଲ ଗୁଳିରେ ସହିଦ୍ ହୋଇଥିବା ଆନନ୍ଦପୁରର ଯବାନ୍ ସୁଶାନ୍ତ କୁମାର ଖୁଣ୍ଟିଆଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯାଇଛି ଅନ୍ତିମ ସଂସ୍କାର। ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି। ଆଜି ସୁଶାନ୍ତ କୁମାର ଖୁଣ୍ଟିଆଙ୍କୁ ଅଶ୍ରୁଳ … Read More

ଅଜାଙ୍କ ଦଶାହରେ ଲଣ୍ଡା ହୋଇ ଗାଧୋଉଥିଲା ବେଳେ ପାଣିରେ ବୁଡ଼ିଗଲେ ଦୁଇ ନାତି

ସୋର: ଅଜାଙ୍କ ଦଶାହରେ ଦୁଇ ନାତିଙ୍କ ମୃତ୍ୟୁ। ଲଣ୍ଡା ହୋଇ ଗାଧୋଉଥିଲା ବେଳେ ପାଣିରେ ବୁଡ଼ି ଉଭୟେ ମୃତ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୋର ୱାଦା ଅଞ୍ଚଳରେ। ୱାଦା ଅଞ୍ଚଳର ସ୍ବର୍ଗତ ବିଷ୍ଣୁ ଚରଣ ପାଢ଼ୀଙ୍କ ଦଶାହ କର୍ମରେ … Read More

ରାଜା ଘର ବୋହୂ ଥାନାରେ ସୁରକ୍ଷା ମାଗି ନିରାଶ

ବଲାଙ୍ଗିର ରାଜ ପରିବାରର ସାନ ପୁଅ ଅର୍କେଶ ନାରାୟଣ ସିଂହଦେଓଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଥିବା ତାଙ୍କ ପତ୍ନୀ ଅଦ୍ରିଜା ମଞ୍ଜରୀ ତାଙ୍କର କିଛି ବ୍ୟକ୍ତିଗତ ଜିନିଷ ନେବା ପାଇଁ ଡେରାଡୁନରୁ ଏଠାକୁ ଆସିଛନ୍ତି। କିନ୍ତୁ ଏଠାରେ ପ୍ୟାଲେସରେ ତାଲା ପଡ଼ିଥିବା ବେଳେ … Read More

ନନ୍ଦନକାନନରେ ବିଶ୍ଵ ହସ୍ତୀ ଦିବସ ପାଳିତ

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଶନିବାର ୧୩ତମ ବିଶ୍ବ ହସ୍ତୀ ଦିବସ ପାଳିତ ହେଇଯାଇଛି। ନନ୍ଦନକାନନର ୩ ହାତୀ (ବାସନ୍ତୀ, ହୀରା ଓ ମାମା)ଙ୍କୁ ହାତୀଶାଳ ସଫାରୀ ମଧ୍ୟରେ କଦଳୀ, ନଡ଼ିଆ, ଆଖୁ, ସେଓ, ତରଭୂଜ, ମକା ଖାଇବାକୁ ଦେଇଛନ୍ତି କର୍ତ୍ତୃପକ୍ଷ … Read More

ଡ୍ୟାନ୍ସ ବାରରେ ନାବାଳିକା ନିୟୋଜିତ ଥିଲେ ଫସିବେ ବାର୍ ମାଲିକ

ଭୁବନେଶ୍ବର : ଆକ୍ସନ ମୋଡରେ ଅବକାରୀ ବିଭାଗ  । ଡ୍ୟାନ୍ସ ବାରରେ ନାବାଳିକା ନିୟୋଜିତ ଥିଲେ ଫସିବେ ବାର୍ ମାଲିକ  । ୨୧ ବର୍ଷରୁ କମ୍ ବୟସର ନାବାଳିକା ଥିଲେ କାର୍ଯ୍ୟାନୁଷ୍ଠାନ ହେବ  । ଶୁଭଲକ୍ଷ୍ମୀ ଘଟଣା ପରେ ଚେତିଛି ଅବକାରୀ … Read More

୩ ସାଇବର ଠକ ଗିରଫ

ଭୁବନେଶ୍ବର: ଶିକ୍ଷିତ ବେକାରୀ ଯୁବକଙ୍କୁ ଚାକିରି ଲୋଭ ଦେଖାଇ ସାଇବର ଠକମାନେ ଶିକାର କରୁଛନ୍ତି। ଯୁବକମାନଙ୍କୁ ନିଜ ଜାଲରେ ପକାଇ ହଜାର ହଜାର ଟଙ୍କା ଠକି ନେଇ ଚମ୍ପଟ ମାରୁଛନ୍ତି। ଠକାମୀର ଶିକାର ହୋଇ ଯୁବକମାନେ ଥାନାର ଦ୍ବାରସ୍ଥ ହେଲା ପରେ … Read More

ଓଡ଼ିଶାରୁ ୪ ଜଣ ପୁଲିସ ଅଧିକାରୀ ପାଇବେ କେନ୍ଦ୍ର ଗୃହ ମନ୍ତ୍ରୀ ପଦକ

ଭୁବନେଶ୍ବର : ତଦନ୍ତରେ ଉତ୍କର୍ଷତା ପାଇଁ ଶନିବାର କେନ୍ଦ୍ର ଗୃହ ମନ୍ତ୍ରୀ ପଦକ ଘୋଷଣା ହୋଇଛି। ଚଳିତ ବର୍ଷ ଏହି ମେଡାଲ ପାଇବା ପାଇଁ ସାରା ଦେଶରୁ ୧୪୦ ଜଣ ପୁଲିସ ଅଧିକାରୀ ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୨ ଜଣ ମହିଳା … Read More

୧୦ ଓଏଏସ୍ ଅଫିସରଙ୍କ ବଦଳି: ୫ ଜିଲ୍ଲାରେ ନୂଆ ଅତିରିକ୍ତ ଜିଲ୍ଲାପାଳ

ଭୁବନେଶ୍ବର : ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି । ୫ଟି ଜିଲ୍ଲାରେ ନୂଆ ଅତିରିକ୍ତ ଜିଲ୍ଲାପାଳଙ୍କ ନିଯୁକ୍ତି ସମେତ ମୋଟ ୧୦ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି । ବରଗଡ଼,ମୟୂରଭଞ୍ଜ, କନ୍ଧମାଳ, ସୁନ୍ଦରଗଡ଼ ଓ ନୂଆପଡ଼ା … Read More

ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୪ ଦୁର୍ବୃତ୍ତ

ଭୁବନେଶ୍ବର: ଅଶାନ୍ତ ରାଜଧାନୀ। ଦିନ ଦି’ ପହରରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୪ ଦୁର୍ବୃତ୍ତ। ରାଜଧାନୀ ଭୁବନେଶ୍ୱର ଛାତି ଉପରେ ଘଟିଛି ଏପରି ରକ୍ତ ରଞ୍ଜିତ ଘଟଣା। ଆକ୍ରମଣ କାରଣ ଜଣାପଡ଼ିନଥିବା ବେଳେ ଚୋରି ସାମଗ୍ରୀ ଭାଗବଣ୍ଟାକୁ ନେଇ … Read More