ଛାତ୍ରଛାତ୍ରୀଙ୍କ ଉପରେ ବଜ୍ରପାତ, ୧୬ ଅସୁସ୍ଥ, ଦୁଇ ଗୁରୁତର କେନ୍ଦ୍ରାପଡା ହସ୍ପିଟାଲକୁ ସ୍ଥାନାନ୍ତର

କେନ୍ଦ୍ରାପଡ଼ା: ଗରଦପୁର ବ୍ଲକ ଅନ୍ତର୍ଗତ କୁଦାନଗରୀ ଉଚ୍ଚ ବିଦ୍ୟାଳୟରେ ଶନିବାର ବଜ୍ରପାତ ଘଟି ୧୬ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଗୁରୁତର ଦୁଇ ଛାତ୍ରୀ ଅମୃତା ପଣ୍ଡା ଓ ଆଦ୍ୟାଶା ଲକ୍ଷ୍ମୀ ସାମଲଙ୍କୁ ପାଟକୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରୁ କେନ୍ଦ୍ରାପଡ଼ା ଜିଲ୍ଲା … Read More

ରାଜ୍ୟରେ ଆଗାମୀ ନିର୍ବାଚନ ବିଜେପି ଏକାକୀ ଲଢିବ ଏବଂ ସରକାର ଗଢିବ-କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ନିର୍ବାଚନ ଏକା ଲଢିବ ବିଜେପି । କୌଣସି ଦଳ ସହ ମେଣ୍ଟ କରିବ ନାହିଁ । ଏକଥା ସ୍ପଷ୍ଟ କରିଛନ୍ତି ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୁପେନ୍ଦର ଯାଦବ … Read More

ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୧୫ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ଜାରି ହେବାପରେ ସ୍ବତନ୍ତ୍ର ରିଲିଫ୍ କମିସନର ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କୁ ‌ପରିସ୍ଥିତିର ମୁକାବିଲା ଲାଗି ଚିଠି ଲେଖିଛନ୍ତି। ସୂଚନା ଅନୁସାରେ ମୁଖ୍ୟତଃ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ସମୂହରେ ମଧ୍ୟମ ଧରଣର ବର୍ଷା ଓ … Read More

ନିଲମ୍ବନ ଆଦେଶକୁ ବିରୋଧ କରି ବିଜେପି ଉପରେ ବର୍ଷିଲେ ଅଧୀର ରଞ୍ଜନ ଚୌଧୁରୀ

ନୂଆଦିଲ୍ଲୀ : ବିଶୃଙ୍ଖଳା ଆଚରଣ ପାଇଁ ଲୋକସଭାରୁ ନିଲମ୍ବିତ ହୋଇଥିବା କଂଗ୍ରେସ ସାଂସଦ ଅଧୀର ରଞ୍ଜନ ଚୌଧୁରୀ କେନ୍ଦ୍ରରେ କ୍ଷମତାସୀନ ବିଜେପି ଉପରେ ଜୋରଦାର ବର୍ଷିଛନ୍ତି। ବିରୋଧୀଙ୍କ ସ୍ୱରକୁ ଚାପି ଦେବା ପାଇଁ ଜାଣିଶୁଣି ନିଲମ୍ବନ କରାଯାଉଥିବା ସେ ଅଭିଯୋଗ କରିଛନ୍ତି। … Read More

୪ ପାରିତ ବିଲ୍‌ ଉପରେ ମୋହର ମାରିଲେ ରାଷ୍ଟ୍ରପତି, ୨ଟିକୁ ନେଇ ରହିଛି ବିବାଦ

ନୂଆଦିଲ୍ଲୀ : ଚଳିତ ମୌସୁମୀ ଅଧିବେଶନ ବେଳେ ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଥିବା ୪ଟି ବିଲ୍‌ ଉପରେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୋହର ମାରିଛନ୍ତି। ଏହାର ଅର୍ଥ ଏହି ବିଲ୍‌ଗୁଡ଼ିକ ଆଇନରେ ପରିଣତ ହୋଇଛି। ଡିଜିଟାଲ ପର୍ସନାଲ … Read More

ପ୍ରିୟଙ୍କା ଗାନ୍ଧିଙ୍କ ‘୫୦% କମିସିନ’ ଦାବିକୁ ବିଜେପିର ବିରୋଧ, କାର୍ଯ୍ୟାନୁଷ୍ଠାନ ଧମକ

ଭୋପାଳ : ମଧ୍ୟପ୍ରଦେଶର କ୍ଷମତାସୀନ ବିଜେପି ସରକାର ବିରୋଧରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ରାଜ୍ୟ ସରକାର ୫୦% କମିସିନରେ ଲିପ୍ତ ଥିବା ପ୍ରିୟଙ୍କା କହିବା ପରେ ଚିହିଁକି ଉଠିଛି ବିଜେପି। ଏଥିସହ ପ୍ରିୟଙ୍କାଙ୍କ ବିରୋଧରେ … Read More

ଅତିକ ଅହମଦ ହତ୍ୟା ଘଟଣା: କେହି ଜଣେ ସାମିଲ ଥିବା କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଗ୍ୟାଙ୍ଗଷ୍ଟରରୁ ରାଜନେତା ବିନିଥିବା ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କୁ ପୁଲିସ୍‌ ହେପାଜତରେ ହତ୍ୟା କରାଯିବା ଘଟଣାକୁ ନେଇ ସୁପ୍ରିମକୋର୍ଟ ଉତ୍ତର ପ୍ରଦେଶ ସରକାରଙ୍କୁ ଜବାବ ମାଗିଛନ୍ତି। ଏପ୍ରିଲ ୧୫ରେ ଅତିକ ଓ ଅଶରଫଙ୍କୁ ପ୍ରୟାଗରାଜର ଗୋଟିଏ … Read More

ଅନଓ୍ବର-ଉଲ୍-ହକ୍ କକର୍ ହେଲେ ପାକିସ୍ତାନର କାମଚଳା ପ୍ରଧାନମନ୍ତ୍ରୀ

ଇସଲାମାବାଦ: ପାକିସ୍ତାନର ନ୍ୟାସନାଲ ଆସେମ୍ବ୍ଲି ଭଙ୍ଗ ହେବା ପରେ ସେଠାକାର ରାଜନୈତିକ ବାତାବରଣ ଗରମ ହୋଇଛି। ଅନ୍ୟପକ୍ଷରେ ନ୍ୟାସନାଲ ଆସେମ୍ବ୍ଲିରେ ବିଦାୟୀ ବିରୋଧୀ ଦଳ ନେତା ରାଜା ରିୟାଜ୍ କହିଛନ୍ତି ଯେ ଅନୱର-ଉଲ-ହକ୍ କକର୍ ପାକିସ୍ତାନର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ … Read More

ଭାରତରେ ଦର ଆକାଶଛୁଆଁ, କିନ୍ତୁ ନେପାଳରେ ଚାଷୀ ରାସ୍ତାରେ ଫିଙ୍ଗୁଛନ୍ତି ଟମାଟୋ

ନୂଆଦିଲ୍ଲୀ : ଦେଶରେ ଏବେ ଟମାଟୋ ଦର ଆକାଶଛୁଆଁ ହୋଇଛି । ଦେଶର ଅଧିକାଂଶ ସ୍ଥାନରେ ଟମାଟୋ ଦର ୧୦୦ ଟଙ୍କାରୁ ଅଧିକ ଥିବାବେଳେ କେତେକ ସ୍ଥାନରେ ୨୦୦ ଟଙ୍କା ଟପିଯାଇଛି । ଏପରିସ୍ଥିତିରେ ଭାରତର କ୍ଷୁଦ୍ର ପଡ଼ୋଶୀ ଦେଶ ନେପାଳ … Read More

ଏଫେଲ୍ ଟାଓ୍ବାରକୁ ଉଡ଼ାଇଦେବାକୁ ଧମକ ! ପର୍ଯ୍ୟଟକଙ୍କୁ ଖାଲି କରାଗଲା

ପ୍ୟାରିସ୍: ପ୍ୟାରିସସ୍ଥିତ ପ୍ରସିଦ୍ଧ ଏଫେଲ ଟାଓ୍ବାରକୁ ବୋମା ମାରି ଉଡ଼ାଇଦେବାକୁ ଧମକ ମିଳିବା ପରେ ସେଠାରେ ଆତଙ୍କ ଖେଳିଯାଇଛି । ଏହି ଖବର ମିଳିବା ପରେ ପୁଲିସ ପକ୍ଷରୁ ସେଠାରେ ଥିବା ପର୍ଯ୍ୟଟକମାନଙ୍କୁ ଖାଲି କରାଯାଇଥିଲା । ଟାଓ୍ବାରର ୩ଟି ମହଲାରେ … Read More