ଦୋଷୀଙ୍କୁ କାହିଁକି ଛଡ଼ାଗଲା ? ଗୁଜୁରାଟ ସରକାରଙ୍କୁ ପ୍ରଶ୍ନ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ବିଲକିସ୍ ବାନୋ ଗଣଦୁଷ୍କର୍ମ ମାମଲାର ୧୧ ଦୋଷୀଙ୍କୁ ମିଳିଥିବା ସ୍ୱତନ୍ତ୍ର କ୍ଷମା ଘଟଣାକୁ ନେଇ ଗୁଜୁରାଟ ସରକାରଙ୍କୁ ପ୍ରଶ୍ନ କଲେ ସୁପ୍ରିମକୋର୍ଟ। ୨୦୦୨ ଗୁଜରାଟ ଦଙ୍ଗା ବେଳେ ବିଲକିସ୍ ବାନୋଙ୍କୁ ଦୁଷ୍କର୍ମ କରାଯିବା ସହ ତାଙ୍କ ପରିବାରର ସମସ୍ତ … Read More