ଭୁବନେଶ୍ବରରେ ଉଦଘାଟନ ହେଲା ପ୍ରଥମ ସିଏନଜି ବା ପ୍ରାକୃତିକ ଗ୍ଯାସ ଆଧାରିତ ଶବଦାହ କେନ୍ଦ୍ର

ଭୁବନେଶ୍ବର: ଭୁବନେଶ୍ବରରେ ଉଦଘାଟନ ହେଲା ପ୍ରଥମ ସିଏନଜି ବା ପ୍ରାକୃତିକ ଗ୍ଯାସ ଆଧାରିତ ଶବଦାହ କେନ୍ଦ୍ର। ଏଣିକି ଆଉ କାଠ ଦରକାର ହେବନି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସାଂସଦ ଅପରାଜିତ ଷଡଙ୍ଗୀ ଏହି ଶବାଦାହ କେନ୍ଦ୍ରକୁ ଉଦଘାଟନ କରିଛନ୍ତି। … Read More

ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ

ମୟୁରଭଞ୍ଜ: ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ। ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ତୃତୀୟ ମହଲା ଓଟି ରୁମରେ ଅଗ୍ନିକାଣ୍ଡ। ଖବର ପାଇଁ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲେ। ପ୍ରାୟ ଅଧଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିବାକୁ … Read More

ଲାଲୁଙ୍କ ଜାମିନ ରଦ୍ଦ କରିବାକୁ ସିବିଆଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ

ପାଟନା: ବଢିଲା ଲାଲୁ ଯାଦବଙ୍କ ସମସମ୍ୟା। ଗୋଖାଦ୍ୟ ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ ଜାମିନ ରଦ୍ଦ କରିବାକୁ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ସିବିଆଇ। ଲାଲୁଙ୍କ ଜାମିନକୁ ରଦ୍ଦ କରିବା ପାଇଁ ସିବିଆଇ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲା ଏବଂ … Read More

ରାହୁଲ ଗାନ୍ଧି ଆମେଠିରୁ ଲଢ଼ିବେ ଲୋକସଭା ନିର୍ବାଚନ, ୟୁପି କଂଗ୍ରେସ ଅଧ୍ୟକ୍ଷଙ୍କ ବଡ଼ ଘୋଷଣା

ଲୋକସଭା ନିର୍ବାଚନ ୨୦୨୪କୁ ନେଇ ସମସ୍ତ ଦଳ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୟୁପି କଂଗ୍ରେସର ନୂତନ ଅଧ୍ୟକ୍ଷ ଅଜୟ ରାୟ କହିଛନ୍ତି ଯେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଆମେଠିରୁ ନିର୍ବାଚନ ଲଢ଼ିବେ। … Read More

ପ୍ରଫେସର ସବିତା ପ୍ରଧାନ ହେଲେ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି

ଭୁବନେଶ୍ୱର: ପ୍ରଫେସର ସବିତା ପ୍ରଧାନ ହେଲେ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳପତି। ଶୁକ୍ରବାର ଦିନ ସାବିତା ପ୍ରଧାନଙ୍କୁ ପୁରୀ ସତ୍ୟବାଦୀଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ନିଯୁକ୍ତି ଦେଲେ କୁଳାଧିପତି ତଥା ରାଜ୍ୟପାଳ ଗଣେଶୀ ଲାଲ୍। କୁଳପତି ଭାବେ ପ୍ରଫେସର ସବିତାଙ୍କୁ ୨ … Read More

ସାମ୍ବାଦିକଙ୍କ ଘରେ ପଶି ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

ପାଟନା: ବିହାରର ଅରରିୟାଠାରେ ଜଣେ ସାମ୍ବାଦିକଙ୍କୁ ଗୁଳି କରି ହତ୍ୟା କରାଯାଇଛି । ସାମ୍ବାଦିକଙ୍କ ନାଁ ବିମଳ କୁମାର ଯାଦବ । ବିମଳ ‘ଦୈନିକ ଜାଗରଣ’ର ସାମ୍ବାଦିକ ବୋଲି ଜଣାପଡିଛି । ଘଟଣା ଆଜି ସକାଳ ଘଟିଛି । ୪ ଜଣ … Read More

ହ୍ଵାଟ୍ସଆପ ରେ ଏଣିକି ପଠାଇ ପାରିବେ HD ଫଟୋ

ନୂଆଦିଲ୍ଲୀ: ବିଶ୍ଵର ଲୋକପ୍ରିୟ ମେସେଜିଂ ପ୍ଲାଟଫର୍ମ ହ୍ବାଟ୍ସଆପରେ ସେୟାର କରିହେବ ହାଇ କ୍ବାଲିଟି ଫଟୋ । ଆପରେ ଫଟୋ ସେୟାରିଂରେ ଉନ୍ନତି ଆଣିବା ପାଇଁ ହ୍ବାଟ୍ସଆପ ଏକ ନୂତନ ଫିଚର ଯୋଡିଛି, ଯାହା ସାହାଯ୍ୟରେ ଆପଣ HD ଫଟୋ ସେୟାର କରିପାରିବେ … Read More

ଭିସ୍ତାରା ଫ୍ଲାଇଟରେ ବୋମା ଭୟ: ଦିଲ୍ଲୀ ବିମାନ ବନ୍ଦରରେ ଛାନଭିନ

ନୂଆଦିଲ୍ଲୀ: ଭିସ୍ତାରା ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ । ଏପରି ଧମକ ଶୁଣିବା ପରେ ଚାରିଆଡେ ଖେଳିଗଲା ହଇଚଇ । ଦିଲ୍ଲୀ ଏୟାରପୋର୍ଟରେ ଆଜି ଏପରି ଘଟଣା ଦେଖିବାକୁ ମିଳିଥିଲା । ଆଜି ସକାଳୁ ସକାଳୁ ଦିଲ୍ଲୀ-ପୁଣେ ଫ୍ଲାଇଟକୁ ବୋମାରେ … Read More

ଭତ୍ତା ପାଇଁ ଟ୍ରଲିରେ ବୁହାହେଲେ ବୃଦ୍ଧା

ପାରଳାଖେମୁଣ୍ଡି: ଡିବିଟି ବ୍ୟବସ୍ଥା ବନ୍ଦ କରି ପୁଣି ହିତାଧିକାରୀଙ୍କ ହାତରେ ବାର୍ଦ୍ଧକ୍ୟ ଭତ୍ତା ଦେବାର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଯେଉଁ ହିତାଧିକାରୀ ଚାଲିବୁଲି ପାରୁନାହାନ୍ତି,  ସେମାନଙ୍କୁ ଘରେ ଭତ୍ତା ଟଙ୍କା ଦିଆଯିବାର ବ୍ୟବସ୍ଥା ମଧ୍ୟ  କରିଛନ୍ତି। ହେଲେ ଆଜି ଜଣେ … Read More

ଡୋପ୍ ଟେଷ୍ଟରେ ବିଫଳ ହୋଇ ୪ ବର୍ଷ ପାଇଁ ବାସନ୍ଦ ହେଲେ ଦୂତି ଚାନ୍ଦ

ଭୁବନେଶ୍ଵର: ଅଲିମ୍ପିଆନ ଦୂତି ଚାନ୍ଦଙ୍କୁ ଲାଗିଛି ଶକ୍ତ ଧକ୍କା । ଡୋପ ଟେଷ୍ଟ ମାମଲାରେ ବିଫଳ ହୋଇ ଶେଷରେ ସେ ୪ ବର୍ଷ ବାସନ୍ଦ ହୋଇଛନ୍ତି । ଦଣ୍ଡାଦେଶ ଚଳିତ ବର୍ଷ ଜାନୁଆରୀ ୩ତାରିଖରୁ ଲାଗୁ ହୋଇଛି । ତେଣୁ ସେ … Read More