ଅଭିଯୁକ୍ତ ଭାସ୍କର ସାହୁଙ୍କୁ ଛାଡ଼ିଦେଲା ପୁଲିସ
ସାକ୍ଷୀଗୋପାଳ: ସତ୍ୟବାଦୀରେ ୫ଟି ସଚିବ ଭି କେ ପାଣ୍ଡିଆନଙ୍କୁ କାଳିମାଡ଼ ଘଟଣାରେ ଅଭିଯୁକ୍ତ ଭାସ୍କର ସାହୁଙ୍କୁ ପୁଲିସ ଛାଡ଼ି ଦେଇଛି। ଅନୁଶୋଚନା ଓ ଦୁଃଖ ପ୍ରକାଶ କରିବା ପରେ ତାଙ୍କୁ ବଡ଼ଭାଇ ଧନେଶ୍ବର ସାହୁଙ୍କ ବ୍ୟକ୍ତିଗତ ମୁଚାଲିକା ପରେ ପୁଲିସ … Read More