୨୦୧୪ ପୂର୍ବରୁ ଠକେଇ ଓ ଦୁର୍ନୀତିର ଯୁଗ ଥିଲା: ପ୍ରଧାନମନ୍ତ୍ରୀ ମୋଦି
ପୁଣିଥରେ ବିରୋଧୀଙ୍କ ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୨୦୧୪ ପୂର୍ବରୁ ବିରୋଧୀ ଗରିବଙ୍କ ଅଧିକାରକୁ ଲୁଟ କରୁଥିଲେ ବୋଲି ସେ କହିଛନ୍ତି। ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ମଧ୍ୟପ୍ରଦେଶରେ ଆୟୋଜିତ ଗୋଟିଏ କାର୍ଯ୍ୟକ୍ରମରେ ମୋଦି ଭିଡିଓ କନଫରେନ୍ସିଂ ଦ୍ୱାରା … Read More