ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’, ହିନ୍ଦୀରେ ‘ସର୍ଦ୍ଦାର ଉଦ୍ଧମ’
ନୂଆଦିଲ୍ଲୀ: ଶ୍ରେଷ୍ଠ ଓଡ଼ିଆ ସିନେମା ଭାବେ ଚଳଚ୍ଚିତ୍ର ‘ପ୍ରତୀକ୍ଷା’କୁ ମିଳିବ ଜାତୀୟ ପୁରସ୍କାର। ଭାରତ ସରକାର ଆଜି ୬୯ତମ ଜାତୀୟ ଫିଲ୍ମ ପୁରସ୍କାର ତାଲିକା ଘୋଷଣା କରିଛନ୍ତି। ଏହି ଫିଲ୍ମର ପ୍ରଯୋଜନା ଅମୀୟ ପଟ୍ଟନାୟକ କରିଥିବା ବେଳେ ନିର୍ଦ୍ଦେଶକ ଥିଲେ ଅନୁପମ … Read More