ଛିଣ୍ଡି ଗଲା ସ୍ୱାମୀର ହାତ, ସ୍ତ୍ରୀ ମୃତ

ଜଳେଶ୍ୱର: ଶାଶୁଙ୍କ ଶ୍ରାଦ୍ଧ ଉତ୍ସବ ରେ ଯୋଗଦେବାକୁ ଯାଉଥିବା ବେଳେ ମର୍ମନ୍ତୁଦ ସଡକ ଦୁର୍ଘଟଣାର ଶିକାର ହେଲେ ସ୍ବାମୀ -ସ୍ତ୍ରୀ। ଦୁର୍ଘଟଣାରେ ସ୍ବାମୀଙ୍କ ହାତ ଛିଣ୍ତି ବାହାରି ଯାଇଥିବା ବେଳେ ସ୍ତ୍ରୀଙ୍କ ଦୁଇଟି ଗୋଡ କଟି ଯାଇଥିଲା। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ … Read More

ଚନ୍ଦ୍ରପୃଷ୍ଠରେ ମାଟିର ତାପମାତ୍ରା ମାପିଲା ଚନ୍ଦ୍ରଯାନ-3

ଚନ୍ଦ୍ରରେ ଅନୁସନ୍ଧାନ ଆରମ୍ଭ କରିଦେଇଛି ଚନ୍ଦ୍ରଯାନ-3। ଦକ୍ଷିଣ ମେରୁରେ ସଫ୍ଟ ଲ୍ୟାଣ୍ଡିଂ ପରେ ଇସ୍ରୋକୁ ପଠାଉଛି ନୂଆ ନୂଆ ତଥ୍ୟ। ଏହିପରିପ୍ରେକ୍ଷୀରେ ଲ୍ୟାଣ୍ଡର ବିକ୍ରମରେ ଲାଗିଥିବା ChaSTE ପେଲୋଡ୍ ଚନ୍ଦ୍ରପୃଷ୍ଠରୁ ପଠାଇଛି ଆଉ ଏକ ସୂଚନା। ସେଠାରେ ମାଟିର ତାପମାତ୍ରା କେତେ … Read More

କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ବତନ୍ତ୍ର ଡେଙ୍ଗୁ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର: ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ଡେଙ୍ଗୁ ଟେଷ୍ଟିଂ କାଉଣ୍ଟର ଖୋଲାଯାଇଛି। ସେହିପରି ସୋମବାରଠାରୁ ପଟିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ଆଇଆରସି ଭିଲେଜ ସହରାଞ୍ଚଳ ହସ୍ପିଟାଲରେ ଆଉ ଦୁଇଟି ଟେଷ୍ଟିଂ … Read More

ଓୱାଇସିଙ୍କ ହାତରେ କେସିଆରଙ୍କ କାର୍‌ ଷ୍ଟିଅରିଂ: ଶାହା

ହାଇଦ୍ରାବାଦ୍‌: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ତେଲେଙ୍ଗାନା ଖମ୍ମମରେ ‘ରାୟଥୁ ଗୋସା-ଭାଜପା ଭରୋସା’ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏଥର ଭାଜପା ଏଠାରେ କ୍ଷମତାକୁ ଆସିବ ବୋଲି ସେ ଦାବି କରିଛନ୍ତି। ସେ କହିଛନ୍ତି ଯେ, କଂଗ୍ରେସ ହେଉଛି … Read More

ଫିରିଙ୍ଗିଆର ଦୁଇ ନିଲମ୍ବିତ ହୋମଗାର୍ଡ ଏବଂ ଆଇଆଇସିଙ୍କ ବିରୋଧରେ ମାମଲା ରୁଜୁ

ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ପୋଲିସ ଗାଡିରେ ଗଞ୍ଜେଇ ଚାଲାଣ ହେଉଥିବା ଭିଡିଓ ଭାଇରାଲ ଘଟଣାରେ ଫିରିଙ୍ଗିଆ ଥାନାର ପୂର୍ବତନ ଆଇଆଇସି ତପନ କୁମାର ନାହାକ ଓ ଦୁଇ ହୋମଗାର୍ଡଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ନାହାକ ଓ ହୋମଗାର୍ଡ ପ୍ରଶାନ୍ତ … Read More

ଜି -୨୦ ଶିଖର ସମ୍ମିଳନୀକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ୍‌

ନୂଆଦିଲ୍ଲୀ,୨୭।୮: ଜି-୨୦ ଶିଖର ସମ୍ମିଳନୀକୁ ନେଇ କଂଗ୍ରେସ କେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛି। କଂଗ୍ରେସ ନେତା ପୱନ ଖେରା କହିଛନ୍ତି ଯେ, ଜି-୨୦ ହେଉଛି ଏକ ରୋଟେସ୍‌ନାଲ୍‌ ଅଧ୍ୟକ୍ଷତା, କଂଗ୍ରେସ ନେତା ପୱନ ଖେରା କହିଛନ୍ତି, ସେ (ପ୍ରଧାନମନ୍ତ୍ରୀ … Read More

୧୨ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ, ଆଗାମୀ ୩ ଦିନ ପାଇଁ ୱେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସମଗ୍ର ଓଡିଶାରେ ବର୍ଷାର ପରିମାଣ ହ୍ରାସ ପାଇଥିବା ବେଳେ ଭାରତ ପାଣିପାଗ ବିଭାଗ (ଆଇଏମଡି) ଆସନ୍ତା ୩ ଦିନ ମଧ୍ୟରେ ଅନେକ ଜିଲ୍ଲା ପାଇଁ ବଜ୍ରପାତ ହେବା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆଗାମୀ ୨୪ ଘଣ୍ଟା … Read More

‘ଚନ୍ଦ୍ରକୁ ହିନ୍ଦୁ ରାଷ୍ଟ୍ର ଘୋଷଣା କର, ଶିବଶକ୍ତି ପଏଣ୍ଟକୁ ରାଜଧାନୀ କର’: ସ୍ବାମୀ ଚକ୍ରପାଣି

ମୁମ୍ବାଇ: ଅଗଷ୍ଟ ୨୩ରେ, ଭାରତର ଚନ୍ଦ୍ରୟାନ -୩ ମିଶନ ଚନ୍ଦ୍ରର ସାଉଥ ପୋଲ ଉପରେ ସପ୍ଟ ଲ୍ୟାଣ୍ଡିଂ କରି ମହାକାଶରେ ଇତିହାସ ସୃଷ୍ଟି କଲା। ଯାହା ପରେ ସମଗ୍ର ଦେଶରେ ଉତ୍ସବ ପାଳନ କରିବାର ପରିବେଶ ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ … Read More

୫ ଗିରଫ, କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଓ ମାରଣାସ୍ତ୍ର ଜବତ

ଭୁବନେଶ୍ୱର: ଭୁବନେଶ୍ୱର ନନ୍ଦନ ବିହାର ଡକାୟତି ଘଟଣାରେ ୫ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ। ସେମାନଙ୍କ ନିକଟରୁ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଓ ମାରଣାସ୍ତ୍ର ଜବତ କରାଥିବା ସହ ସୁନା ଅଳଙ୍କାର ମଧ୍ୟ ଜବତ ହେବା ନେଇ ଡିସିପି … Read More

୨୦୨୪ ପରେ ରାହୁଲ ହେବେ ପ୍ରଧାନମନ୍ତ୍ରୀ: କଂଗ୍ରେସ ନେତା

ନୂଆଦିଲ୍ଲୀ: ଲୋକ ସଭା ନିର୍ବାଚନ ୨୦୨୪କୁ ଆଉ ବର୍ଷକରୁ ବି କମ ସମୟ ବାକି ରହିଛି। ଏହାରି ଭିତରେ ପ୍ରାୟ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତିରେ ଲାଗି ପଡିଲେଣି। ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିବାକୁ ୨୬ ବିରୋଧୀ ଦଳ … Read More