ପ୍ରଶାନ୍ତ ଜଗଦେବ ଘଟଣାରେ ଧରାପଡିଛି ଧର୍ମେନ୍ଦ୍ରଙ୍କ ଦୋମୁହାଁ ନୀତି: ବିଜେଡି
ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜବାବ ଦେଇଛି ବିଜେଡି । ରାଜ୍ୟରେ ଗଣତନ୍ତ୍ର ଶାସନକୁ ନେଇ କେନ୍ଦ୍ରମନ୍ତ୍ରୀ ପ୍ରଶ୍ନ ଉଠାଇଥିବାବେଳେ ଏହାର ଉତ୍ତର ରଖିବାକୁ ଯାଇ ବିଜେପିକୁ ପ୍ରଶ୍ନବାଣ ମାରିଛନ୍ତି ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର । ବିଜେଡିରୁ … Read More