ପିସିଏସ ଜ୍ୟୋତିଙ୍କ ଉପରେ ଲଗାଇଥିବା ଆରୋପ ଫେରାଇ ନେଲେ ସ୍ବାମୀ
ପ୍ରୟାଗରାଜ: ଏସ୍ଡିଏମ୍ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କର ସଫେଇକର୍ମୀ ସ୍ବାମୀ ଆଲୋକ ମୌର୍ଯ୍ୟଙ୍କ ମଧ୍ୟରେ ଚାଲିଥିବା ବିବାଦ କିଛି ଦିନ ତଳେ ଚର୍ଚ୍ଚାର ପ୍ରମୁଖ ବିଷୟ ପାଲଟିଥିଲା। ସେମାନଙ୍କ ମଧ୍ୟରେ ଚାଲିଥିବା ବିବାଦ ଛାଡ଼ପତ୍ର ପର୍ଯ୍ୟନ୍ତ ଯାଇ ମାମଲା ପାରିବାରିକ … Read More