ଶକ୍ତିଶାଳୀ ଭୂକମ୍ପରେ ଥରିଲା ବାଲି, ରିକ୍ଟର ସ୍କେଲର ତୀବ୍ରତା ୭.୦ ରେକର୍ଡ
ନୂଆଦିଲ୍ଲୀ : ଶକ୍ତିଶାଳୀ ଭୂକମ୍ପରେ ଥରିଲା ବାଲି। ଇଣ୍ଡୋନେସିଆର ବାଲି ସାମୁଦ୍ରିକ ଅଞ୍ଚଳରେ ଭୂକମ୍ପ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ରହିଛି ୭.୦। ସମୁଦ୍ର ମଝିରେ ଭୂକମ୍ପ ଯୋଗୁଁ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ଆମେରିକା ଭୂ-ବିଜ୍ଞାନ … Read More