ପ୍ରଫୁଲ୍ଲ ବାବୁ ନିଜେ ସୁକିନ୍ଦାରେ ବିଧାୟକ ସହ ମନ୍ତ୍ରୀ ହେବାର ସ୍ୱପ୍ନ ଦେଖୁଛନ୍ତି: ଗୌତମ ରାୟ

ଭୁବନେଶ୍ୱର: ଆଜି ବି ପ୍ରଫୁଲ୍ଲ ବାବୁ ନିଜେ ସୁକିନ୍ଦାରେ ବିଧାୟକ ସହ ମନ୍ତ୍ରୀ ହେବାର ସ୍ୱପ୍ନ ଦେଖୁଛନ୍ତି। କିଛି ଦିନ ତଳେ ସେ ନିଜେ ଏହି କଥା ପ୍ରକାଶ କରିଛନ୍ତି ଯେ ସୁଯୋଗ ମିଳିଲେ ହିଁ ଚିନ୍ତା କରିବେ। ତେଣୁ ଏହା … Read More

ଲିଫ୍ଟ ଦେବା ବାହାନାରେ ଦୁଷ୍କର୍ମ ଉଦ୍ୟମ

କଟକ: ଲିଫ୍ଟ ଦେବା ବାହାନାରେ ଦୁଷ୍କର୍ମ ଉଦ୍ୟମ। ବିରୋଧ କରିବାରୁ ଗାଡ଼ିରୁ ଠେଲି ହତ୍ୟା ଉଦ୍ୟମ ଅଭିଯୋଗ। ଘଟଣା ଘଟିଛି କଟକ ଚୌଦ୍ବାର ଥାନା ଅଞ୍ଚଳରେ। ଯୁବତୀ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଟକ ଏସସିବିରେ ଭର୍ତ୍ତି କରାଯାଇଛି। … Read More

ଏଣିକି ଏକ୍ସ ରେ କରିପାରିବେ ଅଡିଓ ଓ ଭିଡିଓ କଲ୍

ଆଉ ଏକ ଆକର୍ଷଣୀୟ ଫିଚର୍ ନେଇ ଘୋଷଣା କଲେ ଏଲନ ମସ୍କ। ଏଣିକି ଏକ୍ସ(ପୂର୍ବର ଟ୍ୱିଟର)ରେ କରିପାରିବେ ଅଡିଓ ଓ ଭିଡିଓ କଲ୍। ବିଶ୍ୱର ସବୁଠୁ ଲୋକପ୍ରିୟ ଏହି ମାଇକ୍ରୋବ୍ଲଗିଂ ଆପରେ ବ୍ୟବହାରକାରୀଙ୍କ କଲିଂ ସୁବିଧା ପାଇଁ ଏହି ଫିଚର୍ ଆସୁଛି। … Read More

ପ୍ରକାଶ ପାଇଲା ଓଟିଇଟି ରେଜଲ୍ଟ

କଟକ:  ଓଡିଶା ଟିଚର ଇଲିଜିବିଲିଟି ଟେଷ୍ଟ-ଓଟିଇଟି ପରୀକ୍ଷା ଫଳ ପ୍ରକାଶିତ। ମାଧ୍ୟମିକ ଶିକ୍ଷା ପରିଷଦ ୱେବସାଇଟରେ ଉପଲବ୍ଧ ହେଉଛି ଫଳ। www.bseodisha.ac.in ୱେବସାଇଟରେ ରେଜଲ୍ଟ ଉପଲବ୍ଧ। ପରୀକ୍ଷାର୍ଥୀ ମାନେ ନିଜର ରୋଲ ନମ୍ବର ଓ ମୋବାଇଲ ନମ୍ବର ଦେଇ ରେଜଲ୍ଟ … Read More

ଦକ୍ଷିଣ କୋରିଆର ସାମରିକ ସାମର୍ଥ୍ୟ ଧ୍ବଂସ କରିବାକୁ କ୍ଷେପଣାସ୍ତ୍ର ପରୀକ୍ଷା କଲା ଉତ୍ତର କୋରିଆ

ସିଓଲ୍‌: ଦକ୍ଷିଣ କୋରିଆର ‘ମିଲ୍‌ଟାରି ଟାର୍ଗେଟ୍‌’କୁ ଆଣବିକ ଅସ୍ତ୍ରଦ୍ବାରା ନଷ୍ଟ କରାଯାଇ ପାରିବା ଭଳି ସାମର୍ଥ୍ୟ ଥିବା ୨ଟି ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷା କରିଥିବା କଥା ଦକ୍ଷିଣ କୋରିଆ ଗଣମାଧ୍ୟମ ରିପୋର୍ଟ କରିଛି। ଉକ୍ତ ରିପୋର୍ଟରେ ଉଲ୍ଲେଖ … Read More

କବାଟ ଭାଙ୍ଗି ନେଇଗଲେ ୧୨ ଭରି ସୁନା, ୨୧ ଭରି ରୁପା

ଅନୁଗୁଳ: ତାଳଚେର ସାଉଥବଲଣ୍ଡାର ଏକ କ୍ୱାଟରରେ ବିଳମ୍ବିତ ରାତିରେ ବଡ ଧରଣର ଚୋରି ହୋଇଛି। କ୍ବାଟରର କବାଟ ଭାଙ୍ଗି ୪ ଲକ୍ଷ ଟଙ୍କା, ୭୧ ଭରି ସୁନା, ୨୧ ଭରି ରୁପା ଚୋରି କରି ନେଇ ଯାଇଛନ୍ତି ଦୁର୍ବୃତ୍ତ। ସୂଚନା ଅନୁସାରେ … Read More

ପତ୍ନୀଙ୍କୁ ମାସିକ ୧.୫ ଲକ୍ଷ ଓ ପୁଅକୁ ୬୦ ହଜାର ଦିଅ

ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏଣିକି ତାଙ୍କ ପାଖରେ ରହୁ ନଥିବା ପତ୍ନୀ ପାୟଲ ଅବଦୁଲ୍ଲାଙ୍କୁ ମାସିକ ୧.୫ ଲକ୍ଷ ଟଙ୍କା ଦେବେ। ପାୟଲଙ୍କୁ ରକ୍ଷାଣବେକ୍ଷଣ ବାଦରେ ଏହି ଟଙ୍କା ଦେବାକୁ ଆଜି ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। … Read More

ପୁରୀରୁ ୧୭ ଗ୍ରାମ ବ୍ରାଉନ ସୁଗାର ଜବତ, ୪ ବେପାରୀ ଗିରଫ

ପୁରୀ: କୁମ୍ଭାରପଡା ପୋଲିସକୁ ବଡ଼ ସଫଳତା। କୁମ୍ଭାରପଡା ଥାନା ଓ ତାଳବଣିଆ ଥାନା ଦ୍ୱାରା ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବ୍ରାଉ ସୁଗାର ଜବତ କରାଯାଇଛି। ଏହି ଘଟଣାରେ ୪ ଜଣ ବେପାରୀଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କଠାରୁ ୧୭ … Read More

ଜମ୍ମୁ-କଶ୍ମୀରରେ ଖୁବଶୀଘ୍ର ନିର୍ବାଚନ

ଦୁଇ ଭାଗ ହୋଇ କେନ୍ଦ୍ର ଶାସିତ ଅଞ୍ଚଳର ମାନ୍ୟତା ପାଇଥିବା ଜମ୍ମୁ-କଶ୍ମୀରରେ ୪ ବର୍ଷ ହେଲା ବିଧାନସଭା ନିର୍ବାଚନ ହୋଇନାହିଁ। କିନ୍ତୁ ଏବେ ଠାରୁ ଯେକୌଣସି ସମୟରେ ରାଜ୍ୟରେ ବିଧାନସଭା ନିର୍ବାଚନ ହେବ। ଏଥିପାଇଁ ସବୁ ପ୍ରକାରର ପ୍ରସ୍ତୁତି କରାଯାଇଛି … Read More

ଆମାଜନ ମ୍ୟାନେଜରଙ୍କୁ ଫାୟାରିଂ ମାମଲା; ୨ ଯୁବକ ଗିରଫ

ଅନଲାଇନ୍‌ ସପିଂ ସାଇଟ୍‌ ଆମାଜନ ମ୍ୟାନେଜରଙ୍କୁ ଗୁଳି ମାରି ହତ୍ୟା କରିବା ଘଟଣାରେ ପୁଲିସ୍‌ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଯୁବକଦ୍ୱୟ ହେଲେ ମହମ୍ମଦ ସମୀର ଓ ବିଲାଲ ଗାନି । ଉଭୟଙ୍କୁ ୧୮ ବର୍ଷ ବୋଲି ପୁଲିସ୍‌ ସୂଚନା … Read More