ବନ୍ଧା ହେବେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ, ସ୍ୱତନ୍ତ୍ର ଟିମ ଗଠନ କରିବ କମିଶନରେଟ ପୋଲିସ

ଭୁବନେଶ୍ଵର: ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରୀନ ଭଟ୍ଟ। ସୌରିନଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ କରିବା ପରେ ତାଙ୍କୁ ଗିରଫ କରିବା ପାଇଁ ଚେଷ୍ଟା କରୁଛି କମିଶନରେଟ ପୋଲିସ। ସେଥିପାଇଁ ସ୍ୱତନ୍ତ୍ର ଟିମ ଗଠନ କରିବ କମିଶନରେଟ ପୋଲିସ। … Read More

ସଂସଦର ବିଶେଷ ଅଧିବେଶନ, ସେପ୍ଟେମ୍ବର ୧୮ରୁ ୨୨ ପର୍ଯ୍ୟନ୍ତ ହେବ ୫ଟି ବୈଠକ

ସଂସଦର ବିଶେଷ ଅଧିବେଶନ ଡକାଯାଇଛି। ଏହି ଅଧିବେଶନ ସେପ୍ଟେମ୍ବର ୧୮ରୁ ୨୨ ପର୍ଯ୍ୟନ୍ତ ଚାଲିବ। ଏହି ବିଶେଷ ଅଧିବେଶନରେ ମୋଟ ୫ଟି ବୈଠକ ହେବ। କୁହାଯାଉଛି କି, ଅମୃତକାଳ ମଧ୍ୟରେ ଏହି ଅଧିବେଶନ ଡକାଯାଇଛି। ସଂସଦୀୟ କାର୍ଯ୍ୟ ମନ୍ତ୍ରୀ ପ୍ରହ୍ଲାଦ … Read More

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ଆସନ୍ତା ୨ ରୁ ଫେରିପାରେ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ଯୋଗୁଁ ଆସନ୍ତାକାଲି ରାଜ୍ୟର ଅଧିକାଂଶ ଜିଲ୍ଲା ଗୁଡିକରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳ … Read More

ଆବିଷ୍କାର ହେଲା ଚମତ୍କାରୀ ଇଞ୍ଜେକ୍ସନ, ମାତ୍ର ୭ ମିନିଟରେ ହେବ କ୍ୟାନ୍ସର ଚିକିତ୍ସା

ମାତ୍ର ୭ ମିନିଟରେ ହେବ କ୍ୟାନ୍ସର ଚିକିତ୍ସା । ଏଭଳି କିଛି ଚମତ୍କାରୀ ଇଞ୍ଜେକ୍ସନ ତିଆରି କରିଛନ୍ତି ଇଂଲଣ୍ଡର ଅନୁସନ୍ଧାନକାରୀ ଟିମ । ଏହି ଇଞ୍ଜେକ୍ସନ ଦ୍ୱାରା ଲକ୍ଷ ଲକ୍ଷ କ୍ୟାନ୍ସର ରୋଗୀ ନିଜ ରୋଗରୁ ମୁକ୍ତି ପାଇ ପାରିବେ … Read More

ବନ୍ଦ କୋଠରୀରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର

କଟକ:  ୭ ଜନ୍ମର ସାଥୀ ହେବେ ବୋଲି ପ୍ରତିଶ୍ରୁତି ଦେଇ ବିବହ ବନ୍ଧନରେ ଆବଦ୍ଧ ହୋଇଥିଲେ । କଥା ରଖିଲେ । ଏକାଠି ଜିଇଁଲେ, ଏକାଠି ମୃତ୍ୟୁକୁ ଆଦରି ନେଲେ ।  କିନ୍ତୁ ୭ ଜନ୍ମ ପାଇଁ ନୁହେଁ, ୭ … Read More

ISRO ବୈଜ୍ଞାନିକଙ୍କ ସହ ଅଭଦ୍ରାମୀ, ଅଫିସ୍‌ ଯାଉଥିବା ବେଳେ ସ୍କୁଟି ଚାଳକ କଲେ ଆକ୍ରମଣ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ଜଣେ ବୈଜ୍ଞାନିକ ବେଙ୍ଗାଲୁରୁ ରାସ୍ତାରେ ଅଭଦ୍ରାମୀର ଶିକାର ହୋଇଛନ୍ତି। ବୈଜ୍ଞାନିକ ଜଣକ ହେଲେ ଆଶିଷ ଲାମ୍ବା। ଆଶିଷ ଅଫିସ୍‌ ଯାଉଥିବା ବେଳେ ଜଣେ ସ୍କୁଟର ଚାଳକ ତାଙ୍କୁ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲେ। … Read More

ବ୍ଳକ ଅଧ୍ୟକ୍ଷ ଉପ ନିର୍ବାଚନକୁ କେନ୍ଦ୍ର କରି ଦିଗପହଣ୍ଡିରେ ଉତ୍ତେଜନା; ବିଜେଡି ଦୁଇ ଗୋଷ୍ଠୀ ମୁହାଁମୁହିଁ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ଅଧ୍ୟକ୍ଷ  ଉପ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା । ଉପ ନିର୍ବାଚନ ବାତିଲ ସୁଚନା ପାଇବା ପରେ ଉତେଜନା ସୃଷ୍ଟି ହୋଇଛି । ମୁହାଁମୁହିଁ ହୋଇଛନ୍ତି ବିଜେଡି ଦୁଇ ଗୋଷ୍ଠୀ ।  ଦାଣ୍ଡରେ … Read More

ଜୋହାନ୍ସବର୍ଗରେ ନିଆଁର ତାଣ୍ଡବ; ୬୩ ଜଣ ଜୀବନ୍ତ ଦଗ୍ଧ

ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗର ଏକ ଆବାସିକ କୋଠାରେ ଭୟାବହ ଅଗ୍ନିକାଣ୍ଡ। 63ରୁ ଅଧିକ ଲୋକ ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା। ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି। 40ରୁ ଅଧିକ ଗୁରୁତରଙ୍କୁ ଉଦ୍ଧାର … Read More

ରାକ୍ଷୀ ପିନ୍ଧିଲେ ମହାପ୍ରଭୁ, ପାଳନ ହୋଇଛି ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ପାଳନ ହୋଇଛି ରକ୍ଷା ବନ୍ଧନ ଓ ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି । ମହାବାହୁଙ୍କ ବାହୁରେ ରାକ୍ଷୀ ବାନ୍ଧିଛନ୍ତି ଭଉଣୀ ସୁଭଦ୍ରା । ସ୍ନେହ ଓ ବିଶ୍ୱାସର ଏହି ପର୍ବରେ ପାଟରା ବିଶୋୟୀ ସେବକଙ୍କ ଦ୍ୱାରା ପ୍ରସ୍ତୁତ … Read More

ଜି-୨୦ ସମ୍ମିଳନୀରେ ଭାଗ ନେବେ ନାହିଁ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

ଭାରତ ଆସିବେ ନାହିଁ ସି ଜିନ୍‌ପିଙ୍ଗ୍‌। ସେପ୍ଟେମ୍ବର ୯ ଏବଂ ୧୦ ତାରିଖରେ ଦେଶରେ ଆୟୋଜନ ହେବାକୁ ଥିବା ଜି୨୦ ଶିଖର ସମ୍ମିଳନୀରେ ଚୀନର ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ ଯୋଗ ଦେବେନାହିଁ। ଚୀନରେ ଜଣେ ଭାରତୀୟ କୂଟନୀତିଜ୍ଞ ଏବଂ ଜି୨୦ର … Read More