ଏନସିଇଆରଟିକୁ ଡିମଡ୍ ଟୁ ବି ୟୁନିଭର୍ସିଟିର ମାନ୍ୟତା: ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀଠାରେ ଜାତୀୟ ଶିକ୍ଷା ଅନୁସନ୍ଧାନ ଏବଂ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି)ର ୬୩ତମ ପ୍ରତିଷ୍ଠା ଦିବସରେ ଯୋଗଦେଇ ଏନସିଇଆରଟିକୁ ନୂଆ ଉଚ୍ଚତାକୁ ନେବା ଦିଗରେ ଏକ … Read More