ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା; ୮ ମାସର ଶିଶୁ ସମେତ ୨ ମୃତ, ୪ ଗୁରୁତର
କଟକ: ଅଟୋ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା। ଏଥିରେ ୮ ମାସର ଶିଶୁ ସମେତ ୨ ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ହୋଇଛନ୍ତି। ଏହି ଘଟଣା ଘଟିଛି ଆଜି ସକାଳେ କଟକ ଜିଲ୍ଲା ତିଗିରିଆ ଥାନା ଖୁଣ୍ଟୁଣୀ ନରସିଂହପୁର ଠାରେ। ଘଟଣାସ୍ଥଳରୁ … Read More