ସିଙ୍ଗାପୁରର ନୂତନ ରାଷ୍ଟ୍ରପତି ହେଲେ ଭାରତୀୟ ବଂଶୋଦ୍ଭବ ଥର୍ମନ ଶଣମୁଗରତ୍ନମ୍
ବିଦେଶର ସାମ୍ୱିଧାନିକ ପଦବୀରେ ଆଉ ଜଣେ ଭାରତୀୟ ବଂଶୋଦ୍ଭବ। ସିଙ୍ଗାପୁରର ନୂତନ ରାଷ୍ଟ୍ରପତି ହେଲେ ଭାରତୀୟ ବଂଶୋଦ୍ଭବ ଥର୍ମନ ଶଣମୁଗରତ୍ନମ୍। ସେଠାକାର ଦୁଇ ପୁରୂଖା ନେତାଙ୍କୁ ପଛରେ ପକାଇ ସେ ଏହି ବାଜି ମାରି ନେଇଛନ୍ତି। 70.4% ରୁ ଅଧିକ … Read More