ଆଦିତ୍ୟ ମିଶନର ସଫଳ ଉତକ୍ଷେପଣ
ଆଦିତ୍ୟ ମିଶନର ସଫଳ ଉତକ୍ଷେପଣ। ଏହି ସଫଳତା ସହ ସୂର୍ଯ୍ୟଙ୍କ ଉପରେ ଅନୁଧ୍ୟାନ କ୍ଷେତ୍ରରେ ଆଉ ପାଦେ ଆଗେଇଛି ଇସ୍ରୋ। ଶ୍ରୀହରିକୋଟା ସତୀଶ ଧାବନ ଲଞ୍ଚ୍ ପ୍ଯାଡରୁ ସଫଳତା ପୂର୍ବକ ଉତକ୍ଷେପଣ ହୋଇଛି ଆଦିତ୍ୟ-ଏଲୱାନ୍। ରକେଟ ପିଏସଏଲଭି-ସି57 ମାଧ୍ୟମରେ ମହାକାଶକୁ ଯାଇଛି ଏହି ମହାକାଶଯାନ। … Read More