ପ୍ରିୟବ୍ରତ ମାଝୀଙ୍କୁ ବିଜେଡିର ନୂଆ ମିଡ଼ିଆ ସଂଯୋଜକ ଭାବେ ଦାୟିତ୍ୱ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଘୋଷଣା ହେଲା ବିଜେଡିର ନୂଆ ମିଡ଼ିଆ ସଂଯୋଜକଙ୍କ ନାମ। ରାଜ୍ୟରେ ଆଗୁଆ ନିର୍ବାଚନ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ନିକଟରେ ତିନି ପ୍ରମୁଖ ରାଜନୈତିକ ଦଳ ନିଜ ସଂଗଠନରେ ନୂଆ ନେତାଙ୍କୁ ଦାୟିତ୍ୱ ପ୍ରଦାନ କରିଥିବା ଦେଖିବାକୁ ମିଳିଛି। … Read More

ନବ ବିବାହିତାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

ଆଠଗଡ଼ : ଆଠଗଡ଼ ଥାନା ଅନ୍ତର୍ଗତ ଜେନାପଦାରେ ନବ ବିବାହିତା ମହିଳାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି । ଘଟଣା ସ୍ଥଳରେ ଆଠଗଡ଼ ପୋଲିସ୍ ପହଞ୍ଚି ହତ୍ୟା ନା ଆତ୍ମହତ୍ୟା ତାହାକୁ ନେଇ ତତନ୍ତ ଜାରୀ ଜାରି ରହିଛି । … Read More

ରାଜସ୍ଥାନରେ ମହିଳାଙ୍କୁ ନିବସ୍ତ୍ର କରି ଗାଁରେ ବୁଲାଇବା ଘଟଣା: ୭ଜଣଙ୍କୁ ଗିରଫ କଲା ପୋଲିସ

ଜୟପୁର: ରାଜସ୍ଥାନରେ ମଣିପୁର ଘଟଣାର ପୁନରାବୃତ୍ତି । ସ୍ବାମୀ ସାଜିଲା ସୈତାନ । ସ୍ତ୍ରୀକୁ ମାଡ଼ ମାରିବା ପରେ ଉଲଗ୍ନ କରି ବୁଲାଇଲା ନିଷ୍ଠୁର ସ୍ବାମୀ । ରାଜସ୍ଥାନର ପ୍ରତାପଗଡ଼ ଜିଲ୍ଲାରେ ଘଟିଛି ଏପରି ଲଜ୍ଜାଜନକ ଘଟଣା । ମହିଳାଙ୍କୁ … Read More

NRI କୋଟାରେ ଆଡମିଶନ ଠକେଇ, ୨ ଠକଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ୱର: NRI କୋଟାରେ ଚାଲୁଥିବା ବଡ଼ ଜାଲିଆତି ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ । ନାମୀ ଦାମୀ ବିଶ୍ୱବିଦ୍ୟାଳୟରେ ନାମ ଲେଖା ଆଳରେ ଠକୁଥିବା ଏକ ଠକେଇ ଗୃପର ପର୍ଦ୍ଦାଫାସ କରିଛି ସ୍ପେଶାଲ କ୍ରାଇମ ୟୁନିଟ୍ । ଯୁବପିଢିଙ୍କୁ … Read More

କୁନୋ ଚିତା ମୃତ୍ୟୁ ଘଟଣାକୁ ସ୍ୱାଭାବିକ୍ ବୋଲି କହିଲେ ନାମିବିଆନ୍ ହାଇକମିସନର୍‌ ଗାବ୍ରିଏଲ୍‌ ସିନିମ୍ବୋ

ନୂଆଦିଲ୍ଲୀ: ପ୍ରୋଜେକ୍ଟ ଚିତା ଅଧୀନରେ ନାମିବିଆ ଓ ଦକ୍ଷିଣ ଆଫ୍ରିକା ଠାରୁ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନକୁ ମୋଟ ୨୦ ଟି ଚିତା ଅଣାଯାଇଥିଲା । ସେଥିମଧ୍ୟରୁ କେତେଜଣଙ୍କର ମୃତ୍ୟୁ ହୋଇଗଲାଣି । ଗତକାଲି ନାମିବିଆ ହାଇକମିସନର୍‌ ଗାବ୍ରିଏଲ୍‌ ସିନିମ୍ବୋ … Read More

ଟିଏମସିକୁ ଝଟକା, ଦଳ ଛାଡି ବିଜେପିରେ ଯୋଗ ଦେଲେ ପୂର୍ବତନ ବିଧାୟକ

କୋଲକାତା: ପଶ୍ଚିମବଙ୍ଗର ଧୁପଗୁରୀ ଆସନରେ ଉପ-ନିର୍ବାଚନ ପୂର୍ବରୁ ଟିଏମସିକୁ ଲାଗିଲା ଶକ୍ତ ଝଟକା। ଉପ-ନିର୍ବାଚନର ଦୁଇ ଦିନ ପୂର୍ବରୁ ପୂର୍ବତନ ବିଧାୟକ ମିତାଲି ରାୟ ଟିଏମସି ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ମିତାଲି ରାୟ ୨୦୧୬ରେ ଟିଏମସି ଟିକେଟରେ ଧୁପଗୁରୀ ଆସନରୁ … Read More

ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେଲା ସୂର୍ଯ୍ୟ ପାତ୍ରଙ୍କ ଅନ୍ତିମ ସଂସ୍କାର

ଭୁବନେଶ୍ବର/ବ୍ରହ୍ମପୁର/ଦିଗପହଣ୍ଡି: ପୂର୍ବତନ ମନ୍ତ୍ରୀ, ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର(୭୪) ପଞ୍ଚଭୂତରେ ବିଲୀନ ହୋଇଛନ୍ତି। ଗଂଜାମ ଜିଲ୍ଲା ଦିଗପହଣ୍ଡିସ୍ଥିତ ମଶାଣୀରେ ରବିବାର ସନ୍ଧ୍ୟାରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କର ରାଷ୍ଟ୍ରୀୟ ମର୍ଯ୍ୟାଦାର ସହିତ ଶେଷକୃତ୍ୟ ସଂପନ୍ନ କରାଯାଇଛି। … Read More

ବଡ ଭାଇର ଜୀବନ ବଞ୍ଚାଇବାକୁ ଯାଇ ସାନ ଭାଇର ଗଲା ଜୀବନ

ବାଙ୍କୀ: ଭାଇକୁ ବଞ୍ଚାଇବାକୁ ଯାଇ ଭାଇ ମୃତ। ଅଧାରେ ରହିଗଲା ଭୋଜି ଖିଆ। ମହାନଦୀର ଦେବୀଦ୍ବାର ଘାଟରେ ଘଟିଛି ଏହି ଦୁଃଖଦ ଘଟଣା। ନଦୀରେ ବୁଡି ଯାଉଥିବା ବଡ ଭାଇକୁ ବଞ୍ଚାଇବାକୁ ଯାଇ ଜୀବନ ଦେଲା ସାନ ଭାଇ । … Read More

୪ ବର୍ଷୀୟ ଝିଅକୁ ନେଇଗଲା କଲରାପତ୍ରିଆ; କ୍ଷତବିକ୍ଷତ ଶବ ଉଦ୍ଧାର କଲେ ସ୍ଥାନୀୟ ଲୋକେ

ଉଧମପୁର: ଶନିବାର ସନ୍ଧ୍ୟାରେ ଜମ୍ମୁ ଓ କଶ୍ମୀରର ଉଧମପୁର ଜିଲ୍ଲାରେ ଜଣେ ୪ ବର୍ଷୀୟ ବାଳିକାକୁ ଗୋଟାଏ କଲରାପତ୍ରିଆ ନେଇଯାଇଥିବା କଥା ସମ୍ବାଦ ସରବରାହ ସଂସ୍ଥାନ ‘ଏଏନ୍‌ଆଇ’ ରିପୋର୍ଟ କରିଛି। ପଞ୍ଚେରୀ ତହସିଲ୍‌ ଅନ୍ତର୍ଗତ ଉପର ଭଞ୍ଜାଲା ଗ୍ରାମଠାରୁ ପ୍ରାୟ ୨ … Read More

‘କୁଚକ୍ରୀ ଗୋଷ୍ଠୀ’ଙ୍କ ଉପରେ ବର୍ଷିଲେ ପରିବହନ ମନ୍ତ୍ରୀ ଟୁକୁନି ସାହୁ

ଭୁବନେଶ୍ୱର: ଫାଇବ-ଟି ସଚିବ ଭି.କେ ପାଣ୍ଡିଆନଙ୍କୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ବିରୋଧୀ ଦଳ ଭିନ୍ନ ମନ୍ତବ୍ୟ ଦେଉଛନ୍ତି। କିଏ ସରକାରଙ୍କୁ ଟାର୍ଟେଗ କରୁଛି ତ କିଏ ପାଣ୍ଡିଆନଙ୍କ ରାଜ୍ୟ ଭ୍ରମଣ ନେଇ ପ୍ରଶ୍ନ ଉଠାଉଛି। ନିକଟରେ ୫ଟି ସଚିବ … Read More