ହିନ୍ଦୁ ଧର୍ମ ଉପରେ ମୁଖ୍ୟମନ୍ତ୍ରୀ ପୁଅଙ୍କ ବିବାଦୀୟ ବୟାନ

ସନାତନ ଧର୍ମ ଉପରେ ଉଦୟାନିଧି ଷ୍ଟାଲିନ ଦେଇଥିବା ବୟାନକୁ ନେଇ ତୀବ୍ର ହେଉଛି ରାଜନୀତି। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ପୁଅ ତଥା କ୍ରୀଡା ବିକାଶ ମନ୍ତ୍ରୀ ଉଦୟାନିଧି ଗତକାଲି ଏକ ସଭାରେ ହିନ୍ଦୁ ଧର୍ମ ଡେଙ୍ଗୁ-ମ୍ୟାଲେରିଆ ଭଳି ଏହାର … Read More

କଟକ ଚୌଦ୍ବାରରେ ମମର୍ନ୍ତୁଦ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

ଚୌଦ୍ବାର : ୧୬ ନମ୍ବର ଜାତୀୟ ରାଜପଥ ମଙ୍ଗୁଳି ଛକ ପେଟ୍ରୋଲ ପମ୍ପ ନିକଟରେ ଅଭାବନୀୟ ଘଟଣା ଘଟିଛି  । ଟ୍ରକ ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ଏବଂ ଦୁଇ ଜଣ ଗୁରୁତର ହୋଇଛନ୍ତି  । ଗୁରୁତରଙ୍କୁ … Read More

ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବଢିବ ବର୍ଷା, ୧୪ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ

ଆଗାମୀ ୨ଦିନ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି। ୭ତାରିଖରେ ଯାଏ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଉତ୍ତର-ପୂର୍ବ ବଙ୍ଗୋପସାରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଆଭ୍ୟନ୍ତରୀଣ ଓଡ଼ିଶା … Read More

ସୂର୍ଯ୍ୟାସ୍ତ ପୂର୍ବରୁ କାମ ଶେଷ କରି ଶୋଇପଡ଼ିଲା ‘ପ୍ରଜ୍ଞାନ’

ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁର ଯେଉଁଠାରେ ଲ୍ୟାଣ୍ଡର ‘ବିକ୍ରମ ଓ ରୋଭର ‘ପ୍ରଜ୍ଞାନ’ ଅଛନ୍ତି, ସେଠାରେ ଆଜିଠାରୁ ରାତି ଆରମ୍ଭ ହେଉଛି। ତେଣୁ ତା’ ପୂର୍ବରୁ ରୋଭର ‘ପ୍ରଜ୍ଞାନ’ ତାକୁ ଦିଆଯାଇଥିବା କାର୍ଯ୍ୟ ସଂପୂର୍ଣ୍ଣ କରି ଦେଇଛି। ଏହା ପରେ ଭାରତୀୟ … Read More

ଗୋରୁ ବୋଝେଇ ଗାଡି ଜାଳିଦେଲେ ଉତ୍ତ୍ୟକ୍ତ ଲୋକ

ଜଳେଶ୍ୱର : ଥମୁନି ବେଆଇନ ଗୋଚାଲାଣ  । ଚୋରା ଚାଲାଣ ବେଳେ ଦୁଇଟି ପିକଅପ ଭ୍ୟାନରେ ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଲୋକେ । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ଜଳେଶ୍ବର କମର୍ଦ୍ଦା-ବାଲିଆପାଳ ମୁଖ୍ୟ ରାସ୍ତାର ତାରିଣୀ ଛକ ନିକଟରେ  । ଗତକାଲି … Read More