ଆମ୍ବୁଲାନ୍ସ ନ ଆସିପାରିବାରୁ ଟ୍ରଲିରେ ପ୍ରସବ କଲେ ମହିଳା

ନୀଳଗିରି : ଥମୁନି ଜନନୀ ଯନ୍ତ୍ରଣା  । ଗାଁକୁ ଆମ୍ବୁଲାନ୍ସ ନଆସିପାରିବାରୁ ଟ୍ରଲିରେ ପ୍ରସବ କଲେ ମହିଳା  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ନୀଳଗିରି ସହରରେ  । ନୀଳଗିରି ବ୍ଲକ ଡାହିସାହି ଗାଁର ହେମନ୍ତ କୁଅଁରଙ୍କ … Read More

ଭୁବନେଶ୍ବର ରେଳଷ୍ଟେସନରୁ ଗୋମାଂସ ପ୍ୟାକେଟ୍ ଜବତ, ଜଣେ ଅଟକ

ଭୁବନେଶ୍ବର: ଭୁବନେଶ୍ବର ରେଳଷ୍ଟେସନରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି  । ରେଳଷ୍ଟେସନରୁ ଗୋମାଂସ ପ୍ୟାକେଟ୍ ଜବତ ହୋଇଛି  । ଏସବୁ ଟ୍ରେନରେ ସିକନ୍ଦରାବାଦକୁ ପଠାଯାଉଥିଲା । ଜିଆରପି ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ପ୍ୟାକେଟକୁ ଜବତ କରିଛି  । ସୂଚନା ଅନୁଯାୟୀ  … Read More

ବୋର୍ଡ ଅଫିସ ସମ୍ମୁଖରେ ପରୀକ୍ଷାର୍ଥୀଙ୍କ ହୋହଲ୍ଲା

କଟକ: ଓଟିଇଟି ଫଳ ପ୍ରକାଶ ପାଇବା ପରେ ଆରମ୍ଭ ହୋଇଛି ବିବାଦ। ପ୍ରଶ୍ନପତ୍ରରେ ତ୍ରୁଟି ସହ ଫଳ ପ୍ରକାଶନରେ ମଧ୍ୟ ଅନେକ ତ୍ରୁଟି ଥିବା ଅଭିଯୋଗ କରି‍ବା ସହିତ ସଠିକ୍ ମୂଲ୍ୟାୟନ ଦାବି କରି ଆଜି ଶତାଧିକ ପରୀକ୍ଷାର୍ଥୀ କଟକ ସ୍ଥିତ … Read More

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧି ହେଲେ ଦେଶର ନାମୀଦାମୀ ଆଇନଜୀବୀ ହରିଶ ସାଲଭେ

ନୂଆଦିଲ୍ଲୀ: ପୁଣିଥରେ ବିବାହ ବନ୍ଧନରେ ବାନ୍ଧି ହେଲେ ଦେଶର ଅନ୍ୟତମ ଅଗ୍ରଣୀ ଆଇନଜୀବୀ ତଥା ଭାରତର ପୂର୍ବତନ ସଲିସିଟର ଜେନେରାଲ ହରିଶ ସାଲଭେ। ସାଲଭେ ୬୮ ବର୍ଷ ବୟସରେ ତୃତୀୟ ଥର ପାଇଁ ବିବାହ କରିଛନ୍ତି। ଏହି ଖବର ବର୍ତ୍ତମାନ ଚର୍ଚ୍ଚାର ବିଷୟ … Read More

ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ହେବ ବିଶ୍ବର ହବ୍, ମେଟା ସହ ଦକ୍ଷତା ବିକାଶ ବିଭାଗର ସଂସ୍ଥା ନିସବଡ ସହ ବୁଝାମଣାପତ୍ର ସ୍ବାକ୍ଷରିତ

ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ହେବ ବିଶ୍ବର ହବ୍। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବପ୍ନ ଓ ଏଥିପାଇଁ ସେ ପ୍ରତିଶ୍ରୁତି ବଦ୍ଧ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏକବିଂଶ ଶତାବ୍ଦୀରେ ଦକ୍ଷତା … Read More

ଜଟଣୀରେ ଜମି ପଟ୍ଟା ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ହୀରାକୁଦ ବସ୍ଥାପିତଙ୍କୁ ତୁରନ୍ତ ଜମି ପଟ୍ଟା ଦେବେ ବୋଲି ସରକାର ଘୋଷଣା କରବା ପରେ ଏବେ ଜଟଣୀ ପାଳି । ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ମୁଖ୍ୟମନ୍ତ୍ରୀ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବା … Read More

୩ ଚାଇନିଜ ଠକ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି

ଅନଲାଇନ୍ ପଞ୍ଜି ସ୍କାମରେ ଶହଶହ କୋଟି ଠକେଇ ମାମଲାରେ ଲୁକଆଉଟ୍ ସର୍କୁଲାର । ୩ ଚାଇନିଜ ଠକ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି । ବ୍ୟୁରୋ ଅଫ୍ ଇମିଗ୍ରେସନ ପକ୍ଷରୁ ଲୁକ ଆଉଟ୍ ସର୍କୁଲାର ଜାରି ହୋଇଛି। ଏମାନେ ହେଲେ … Read More

ଶ୍ୱଶୁର ଘରକୁ ଯାଇ ଝୁଲି ପଡିଲେ ଡାକ୍ତର

ଶ୍ୱଶୁର ଘରକୁ ଯାଇ ଝୁଲି ପଡିଲେ ଡାକ୍ତର । ରବିବାର ରାତିରେ ଶ୍ୱଶୁର ଘରକୁ ଯାଇଥିବାବେଳେ ଆଜି ସକାଳୁ ତାଙ୍କ ମୃତଦେହ ଝୁଲନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ଡାକ୍ତର ହେଉଛନ୍ତି ସୁରେନ୍ଦ୍ର ନାଥ ରଥ । ସେ ବ୍ରହ୍ମପୁର … Read More