ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲା, ଶରତ ନାୟକଙ୍କୁ ଜାମିନ୍
କଟକ: କଟକ ଜିଲ୍ଲା ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲାରେ ନିଲମ୍ବିତ ବିଜେଡି ନେତା ତଥା ମାହାଙ୍ଗାର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଶରତ ନାୟକଙ୍କୁ ହାଇକୋର୍ଟରୁ ମିଳିଛି ଜାମିନ୍। ଏହି ମାମଲାକୁ ରଫାଦଫା କରିବା ନେଇ ଶରତ ନାୟକଙ୍କର ଏକ ଅଡିଓ ଭାଇରାଲ … Read More