ପୋଲିସ-ମାଓବାଦୀ ଗୁଳି ବିନିମୟ: ୨ ମାଓବାଦୀ ମୃତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକୁମା ଜିଲ୍ଲାରେ ମାଓବାଦୀ ଓ ପୋଲିସ ମଧ୍ୟରେ ବଡ ଧରଣର ଗୁଳିବିନିମୟ ହୋଇଛି । ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଆହୁରି ଅନେକ ମାଓବାଦୀ ଆହତ ହୋଇଥିବା ଅନୁମାନ … Read More