ବାପା ମାଆକୁ ମାଡ ମାରି ଘରୁ ବାହାର କରିଦେଲା ପୁଅ

କାମାକ୍ଷାନଗର: ବାପା ମା କେତେ ଆଶା ନେଇ ପୁଅଟେ ଜନ୍ମ କରିଥାନ୍ତି । ସମସ୍ତେ କୁହନ୍ତି ପୁଅ ଅଛିତ ସାହା ଅଛି । ବାପା ମଧ୍ୟ ନିଜକୁ ଗର୍ବ ମନେ କରେ ପୁଅଟିର ବାପ ହୋଇ । ହେଲେ ମୁଣ୍ଡକୁ ହାତ ପାଇଗଲେ … Read More

୩୦୦ ମୃତ, ବଢିପାରେ ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ : ମରକ୍କୋରେ ଶକ୍ତିଶାଳୀ ଭୂମିକମ୍ପ । ରିକ୍ଟର ସ୍କେଲରେ ୬.୮ ତୀବ୍ରତାର ଭୂକମ୍ପ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ମାରାକେଶର ଦକ୍ଷିଣ-ପଶ୍ଚିମର ୭୧ କିଲୋମିଟର ଦୂରରେ କେନ୍ଦ୍ରୀଭୂତ । ଆମେରିକାର ଭୂତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଏହି ସୂଚନା ଦିଆଯାଇଛି । … Read More

ମେଡିକାଲ ପାଇଖାନାରୁ ଉଦ୍ଧାର ହେଲା ଶିଶୁକନ୍ୟା

ବଲାଙ୍ଗିର: ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଡାକ୍ତର ଖାନାରେ ଅଭାବନୀୟ ଘଟଣା । ଅଲୋଡ଼ା ହେଲା ନବଜାତ ଶିଶୁ କନ୍ୟା । ପାଇଖାନାରେ ପଡିଛି ନବଜାତ ଶିଶୁକନ୍ୟା। ଶିଶୁକନ୍ୟାଟିକୁ ଉଦ୍ଧାର କରାଯାଇ ଏସଏନସିୟୁରେ ଭର୍ତ୍ତି କରାଯାଇଛି। କନ୍ୟାଟି କାହାର ଆଉ କେଉଁ ପରିସ୍ଥିତିରେ … Read More

ବାତିଲ ହେଲା ମା’ ତାରିଣୀଙ୍କ ଭୋଗ ନଡ଼ିଆ ନିଲାମ

ଘଟଗାଁ: ମା’ ତାରିଣୀଙ୍କ ଭୋଗ ନଡ଼ିଆ ନିଲାମ ପାଇଁ ଆଜି ମନ୍ଦିର କର୍ତ୍ତୃପକ୍ଷ ଡାକିଥିବା ଖୋଲା ନିଲାମ ପ୍ରକ୍ରିୟା ବାତିଲ ହୋଇଯାଇଛି। ଫଳରେ ଏଥିରେ ସାମିଲ ହେବା ପାଇଁ ଆସିଥିବା ବିଡରମାନେ ନିରାଶ ହୋଇ ଫେରିଯାଇଛନ୍ତି। ଘଟଗାଁ ମା’ ତାରିଣୀ ପୀଠକୁ … Read More

ଅକ୍ଷୟ କୁମାର ଜନ୍ମଦିନରେ ମହାକାଳଙ୍କ ଦର୍ଶନ କରି ଭସ୍ମ ଆଳତୀରେ ହେଲେ ସାମିଲ

ମୁମ୍ବାଇ : ବଲିଉଡରେ ଖିଲାଡି କହିଲେ ତାଙ୍କୁ ସମସ୍ତେ ଜାଣନ୍ତି  । ହଁ ଆଜ୍ଞା ଆମେ କହୁଛୁ ଅକ୍ଷୟ କୁମାରଙ୍କ କଥା  । ଆଜି ସେ ତାଙ୍କ ୫୬ତମ ଜନ୍ମଦିନ ପାଳନ କରୁଛନ୍ତି  । ଏ ନେଇ ଆଜି ସକାଳୁ ସେ … Read More

ରାଷ୍ଟ୍ରପତିଙ୍କ ରାତ୍ରିଭୋଜନକୁ ବିରୋଧୀ ନେତାଙ୍କୁ ଡକାନଯିବା ନେଇ ଅସନ୍ତୋଷ ପ୍ରକାଶ କଲା କଂଗ୍ରେସ

ନୂଆଦିଲ୍ଲୀ: ଆଜି ରାତିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତ ମଣ୍ଡପମରେ ଜି-20 ଅତିଥିଙ୍କୁ ରାତ୍ରିଭୋଜନ ଦେବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ହେଲେ ଏହି ନୈଶ୍ୟଭୋଜିକୁ ଆମନ୍ତ୍ରିତ ହୋଇନାହାନ୍ତି ରାଜ୍ୟସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ … Read More

ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ଗିରଫ

ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ୍ ପାର୍ଟି ସଭାପତି ଏନ. ଚନ୍ଦ୍ରବାବୁ ନାଇଡୁ ଗିରଫ । ଆନ୍ଧ୍ରପ୍ରଦେଶ ଦକ୍ଷତା ବିକାଶ ନିଗମରେ ଦୁର୍ନୀତି ଅଭିଯୋଗରେ ଆଜି ଭୋରରୁ ତାଙ୍କୁ ଗିରଫ କରାଯାଇଛି। ଆଜି ସକାଳୁ ତାଙ୍କୁ ଗିରଫ କରାଯାଇଥିବା ବେଳେ … Read More

ଜଳସେଚନ ଜମି ଜବରଦଖଲ ଅଭିଯୋଗ, ହସ୍ତକ୍ଷେପ ପାଇଁ ମୁଖ୍ଯମନ୍ତ୍ରୀଙ୍କୁ ସାଂସଦଙ୍କ ଅନୁରୋଧ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠରେ ଥିବା ଡେରାସ କ୍ଷୁଦ୍ର ଜଳସେଚନ ପ୍ରକଳ୍ପକୁ ଜମି ଜବରଦଖଲ ଯୋଗୁଁ ବାଧାପ୍ରାପ୍ତ ହୋଇଥିବା ଅଭିଯୋଗ ଆସିବାର ଗୋଟିଏ ଦିନ ପରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଗରିବ ଚାଷୀଙ୍କ … Read More

ବାଇଡେନଙ୍କ ଟ୍ୱିଟ – ହ୍ୟାଲୋ ଦିଲ୍ଲୀ, ଭାରତ ଆସି ଭଲ ଲାଗୁଛି

ଭାରତରେ ପହଞ୍ଚିବା ପରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ‘ହ୍ୟାଲୋ ଦିଲ୍ଲୀ’ ବୋଲି ପୋଷ୍ଟ କରିଛନ୍ତି। ଏଥିସହ ଜି-୨୦ ସମ୍ମିଳନୀ ଲାଗି ଭାରତ ଆସି ଖୁବ୍‌ ଭଲ ଲାଗୁଥିବା ଉଲ୍ଲେଖ କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର … Read More

ମୋଦିଙ୍କ ଘୋଷଣା, ଆଫ୍ରିକୀୟ ୟୁନିଅନ ହେଲା ଜି-୨୦ର ସଦସ୍ୟ

ଜି-୨୦ ଶିଖର ସମ୍ମିଳନି ଆଜିଠାରୁ ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ନେତାଙ୍କୁ ସ୍ୱାଗତ କରିଛନ୍ତି । ମୋଦି ପ୍ରଥମେ ମରକ୍କୋ ଭୂମିକମ୍ପ ବିଷୟରେ କହି ଦୁଃଖ ପ୍ରକାଶ କରିଛନ୍ତି । ଏହାପରେ ଆଫ୍ରିକୀୟ ୟୁନିଅନକୁ ଅଫିସିଆଲ ଭାବେ … Read More