କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୪୦ରୁ ଉର୍ଦ୍ଧ୍ବ କଣ୍ଟେନର
କଟକ:କଟକ ଜଗତପୁର ଅନ୍ତର୍ଗତ ନଜରପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ । ଗାଁର ପିଡିଏସ୍ କିରାସିନି ପମ୍ପ ପଛପଟେ ମୁଖାର୍ଜୀ କ୍ୟାମ୍ପସ୍ ପଡ଼ିଆରେ ଏଲ୍ ଆଣ୍ଡ ଟି ଠିକାସଂସ୍ଥା ନିର୍ମାଣ କରିଥିବା ୪୦ଟି ଅସ୍ଥାୟୀ ଘରେ ନିଆଁ ଲାଗି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ … Read More