ଜି-୨୦ ରାତ୍ରୀ ଭୋଜନରେ ମୁଖ୍ୟମନ୍ତ୍ରୀ ଯୋଗ ନଦେବା ଉପରେ ପ୍ରଶ୍ନ ଉଠାଇଲା ବିଜେପି
ଭୁବନେଶ୍ୱର: ବିଜେଡିକୁ ବିଜେପିର ଟାର୍ଗେଟ। ଏଥର ଟାର୍ଗେଟ କରିଛି ଜି-୨୦ ଶିଖର ସମ୍ମିଳନୀକୁ ନେଇ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଧାସଳଖ ଟାର୍ଗେଟ କଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ଜି-୨୦ ଶିଖର ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ … Read More