ମିଥ୍ୟା ଖବର ପ୍ରଚାର ନେଇ ୱେବ୍ ଚ୍ୟାନେଲ ନାଁରେ ଏତଲା ଦେଲେ ଅନୁ ଚୌଧୁରୀ

ଭୁବନେଶ୍ଵର: ସାଇବର ଥାନାର ଦ୍ଵାରସ୍ଥ ହେଲେ ଓଡିଶାର ଲୋକପ୍ରିୟ ଅଭିନେତ୍ରୀ ଅନୁ ଚୌଧୁରୀ । ମିଥ୍ୟା ଖବର ପ୍ରସାରଣ କରି ଗୁଜବ ସୃଷ୍ଟି କରୁଥିବା ୱେବ ଚ୍ୟାନେଲ ନାଁରେ ଦେଲେ ଏତଲା । ଅଭିନେତ୍ରୀଙ୍କୁ କ୍ୟାନସର ହୋଇଥିବା ନେଇ ଏକ ୱେବ୍ … Read More

ବଙ୍ଗୋପସାଗରର ୬୦୦୦ ମିଟର୍‌ ଗଭୀରକୁ ଯିବ କ୍ଷୁଦ୍ର ବୁଡ଼ାଜାହାଜ ‘ମତ୍ସ୍ୟ’

ନୂଆଦିଲ୍ଲୀ: ମୂଲ୍ୟବାନ୍‌ ଧାତୁ ଏବଂ ‘କୋବାଲ୍‌ଟ୍‌, ନିକେଲ୍‌ ଓ ମାଙ୍ଗାନିଜ୍‌ ଭଳି ଖଣିଜ ପଦାର୍ଥର ସନ୍ଧାନ ନିମନ୍ତେ ଭାରତୀୟ ବୈଜ୍ଞାନିକମାନେ ‘ସମୁଦ୍ରଯାନ ପ୍ରକଳ୍ପ’ରେ ବଙ୍ଗୋପସାଗରର ୬୦୦୦ ମିଟର୍‌ ଗଭୀରକୁ ‘ମତ୍ସ୍ୟ’ ନାମକ କ୍ଷୁଦ୍ର ବୁଡ଼ାଜାହାଜ ପଠାଇବ। ଏଥିରେ ୩ଜଣ ଲୋକ ଯିବେ। … Read More

ଠିକା ନିଯୁକ୍ତି ହଟିଲା ପରେ ପୁଣି ୨୦ ହଜାର ଶିକ୍ଷକଙ୍କୁ ଠିକା ନିଯୁକ୍ତି କାହିଁକି ? : ବିଜେପି

ଭୁବନେଶ୍ୱର: ୨୦ହଜାର ଶିକ୍ଷକ ପଦବୀରେ ଠିକା ନିଯୁକ୍ତି କରିବା ପାଇଁ ନେଇଥିବା ନିଷ୍ପତି ବେଆଇନ ଓ ଅଗଣତାନ୍ତ୍ରିକ । ମୁଖ୍ୟମନ୍ତ୍ରୀଙ୍କ ନିୟମିତ ନିଯୁକ୍ତି ପ୍ରତିଶ୍ରୁତି କୁଆଡେ ଗଲା ?  କାନ୍ଥ, ବାଡକୁ ସବୁଜ ରଙ୍ଗ କରିବାରେ ୩,୪୧୦କୋଟି ଖର୍ଚ୍ଚ କରିବା ପାଇଁ … Read More

ଆଜିଠୁ ଶଙ୍ଖ ଭବନରେ ମାଷ୍ଟର ଟ୍ରେନର ତାଲିମ ଶିବିର

ଭୁବନେଶ୍ବର: ଆଜିଠୁ ଆରମ୍ଭ ହୋଇଛି ବିଜେଡିର ମାଷ୍ଟର ଟ୍ରେନର ତାଲିମ ଶିବିର । ଶଙ୍ଖ ଭବନରେ ଏହି ଶିବିର ଚାଲିବ । ତୃଣମୂଳସ୍ତରରୁ ନେତା ଓ କର୍ମୀଙ୍କୁ ନିର୍ବାଚନ ପାଇଁ ଦିଆଯିବ ଗୁରୁମନ୍ତ୍ର। ଏହି କାର୍ଯ୍ୟକ୍ରମ ୩୭ ଦିନ ଯାଏ ଚାଲିବ। … Read More

ବାପାକୁ ହତ୍ୟା କରିବା ବେଳେ ଦେଖିଦେଲେ ଜେଜେବାପା, ଉଭୟଙ୍କୁ ମାରିଦେଲା ନାତି

ରକ୍ତମୁଖା ନାତିର ଉନ୍ମତ୍ତ କାଣ୍ଡ। ବାପାକୁ ହତ୍ୟା କରିବା ସମୟରେ ଜେଜେବାପା ଉଠିବାରୁ ଜେଜେବାପାକୁ ବି ମାରିଦେଲା ନାତି। କୌଣସି କାରଣ ନ ଥିଲେ ବି ପ୍ରମାଣ ନଷ୍ଟ କରିବାକୁ ଯାଇ ଜେଜେବାପାକୁ ହତ୍ୟା କରିଛି। ଦିଲ୍ଲୀର ଗ୍ରେଟର ନୋଏଡ଼ାରେ ରହୁଥିବା … Read More

ଅପରାଜିତାଙ୍କ ପରେ ପ୍ରଶ୍ନ ଉଠାଇଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଫଟୋ ଥିବା ଟି-ସାର୍ଟ ପିନ୍ଧି ବିବାଦରେ ଥିବା ମୟୁରଭଞ୍ଜ ଜିଲ୍ଲାପାଳଙ୍କୁ ଆଜି ଟାର୍ଗେଟ କରିଥିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ | ସେ ଟ୍ୱିଟ କରି କହିଥିଲେ ଯେ ଏହା ଅତ୍ୟନ୍ତ … Read More

ବଙ୍ଗଳାରୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ମୃତଦେହ, ହତ୍ୟା କରି ଷ୍ଟୋରରେ ଲୁଚିଥିଲେ ସ୍ୱାମୀ

ବଡ଼ ଘର ବଡ଼ ଗୁମର କଥା। ପ୍ରତିଷ୍ଠିତ ଓ ଧନୀ ଭାବେ ପରିଚିତ ଥିଲେ ହେଁ ଜଣେ ୬୨ ବର୍ଷୀୟ ବୃଦ୍ଧ ଘଟାଇଛନ୍ତି ଭୟଙ୍କର କାଣ୍ଡ। ଆଇଆରଏସ ଅଫିସର ଭାବେ କାମ କରି ସାରିଥିବା ଏହି ବୃଦ୍ଧ ଜଣଙ୍କ ତାଙ୍କରି ବଙ୍ଗଳା … Read More

ଶ୍ରୀମନ୍ଦିର ନାଟମଣ୍ଡପ ବିମ୍‌ ତୁରନ୍ତ ମରାମତି ପାଇଁ ମିସ୍‌ କେସ୍‌

ଶ୍ରୀମନ୍ଦିର ନାଟମଣ୍ଡପ ବିମ୍‌ର ତୁରନ୍ତ ମରାମତି ପାଇଁ ହାଇକୋର୍ଟରେ ଦାୟର ହୋଇଛି ମିସ୍‌ କେସ୍‌। ଜଗମୋହନ ମରାମତି ସମ୍ପର୍କିତ ମାମଲାରେ ଆବେଦନକାରୀ ଅଭିଷେକ ଦାସଙ୍କ ପକ୍ଷରୁ ଏହି ମିସ୍‌ କେସ୍‌ ଦାୟର ହୋଇଛି। ଆମିକସକ୍ୟୁରୀ ଏନ୍‌.କେ ମହାନ୍ତିଙ୍କ ରିପୋର୍ଟ ଭିତ୍ତିରେ ଏହି … Read More

ୟୁପିରେ ୧୯ ମୃତ, ଉତ୍ତରାଖଣ୍ଡରେ ଭୂସ୍ଖଳନ

ଡେରାଡୁନ: ଦେଶରେ ବର୍ଷା ବିତ୍ପାତ ସାଂଘାତିକ ପରିସ୍ଥିତି ସୃଷ୍ଟି କରିଛି । ଉତ୍ତର ପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିଥିବାବେଳେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିସହିତ ଦିଲ୍ଲୀ ଏନସିଆର କେତେକ ଇଲାକା ଜଳମଗ୍ନ ହୋଇଯାଇଛି । ୟୁପିରେ ୧୯ … Read More

ଜଙ୍କିଆ ଥାନା ASI ସସ୍‌ପେଣ୍ଡ

ଖୋର୍ଦ୍ଧା: ୱାର୍ଡ ମେମ୍ବରଙ୍କୁ ଆକ୍ରମଣ କରିବା ଅଭିଯୋଗରେ ନିଲମ୍ବିତ ହେଲେ ଖୋର୍ଦ୍ଧା ଜଙ୍କିଆ ଥାନା ASI ନିରଞ୍ଜନ ମହାନ୍ତି । ASI ନିରଞ୍ଜନ ମହାନ୍ତି ଙ୍କୁ ନିଲମ୍ବନ କରିଛନ୍ତି ଖୋର୍ଦ୍ଧା ଏସପି । ରବିବାର ଅପରାହ୍ନରେ ଏକ ମାମଲା ସମ୍ପର୍କରେ ବୁଝିବା … Read More