ଆତଙ୍କବାଦୀଙ୍କ ଗୁଳିରେ ୨ ସେନାଧିକାରୀ, ଜଣେ ଡିଏସପି ସହିଦ

ଶ୍ରୀନଗର : ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ସେନାର ଜଣେ କର୍ଣ୍ଣେଲ, ମେଜର ଓ ଡିଏସପି ସହିଦ ହୋଇଛନ୍ତି । ସହିଦ ସେନାଧିକାରୀ  ୧୯-ରାଷ୍ଟ୍ରୀୟ ରାଇଫଲ୍ସର କର୍ଣ୍ଣେଲ ମନପ୍ରୀତ ସିଂ, ମେଜର ଆଶୀଷ ଧନଚକ ବୋଲି ସେନା ପକ୍ଷରୁ … Read More

ଆଗାମୀ ୪ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା

ବଙ୍ଗୋପସାଗରରେ ଲଘୁଚାପ। ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ସକ୍ରିୟ ରହିଛି। … Read More

ରାଜ୍ୟର ଏକ ଲକ୍ଷ ୩୦ ହଜାର ପ୍ରାଥମିକ ଶିକ୍ଷକଙ୍କ ସମୂହ ଛୁଟି, ୫୦ ହଜାର ସ୍କୁଲରେ ତାଲା

ସମୂହ ଛୁଟିରେ ଗଲେ ପ୍ରାଥମିକ ଶିକ୍ଷକ । ୫ ଦିନ ଧରି ଆନ୍ଦୋଳନ ପରେ ମଧ୍ୟ ଦାବି ପୂରଣ ହେବାରୁ ସେମାନେ ଛୁଟରେ ଯାଇଛନ୍ତି । ରାଜ୍ୟର ପ୍ରାୟ ଏକ ଲକ୍ଷ ୩୦ ହଜାର ପ୍ରାଥମିକ ଶିକ୍ଷକଙ୍କ ସମୂହ ଛୁଟି … Read More

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ସମୀକ୍ଷା ବୈଠକ

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କୁ ନେଇ ଆଜି ଖାରବେଳ ଭବନ ସମ୍ମିଳନୀ କକ୍ଷରେ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ଏକ … Read More

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉଜ୍ଜୈନରେ ବାବା ମହାକାଳଙ୍କୁ କଲେ ଦର୍ଶନ

ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଉଜ୍ଜୈନର ମହାକାଳେଶ୍ୱର ମନ୍ଦିରରେ ପହଞ୍ଚିଥିଲେ। ଏଠାରେ ସେ ବାବା ମହାକାଳଙ୍କୁ ଅଭିଷେକ କରି ରୁଦ୍ରାକ୍ଷ ଏବଂ ମଖାନାର ମାଳା ପିନ୍ଧାଇବା ସହ ବସ୍ତ୍ର ଅର୍ପଣ କରିଥିଲେ। ସିଏମ୍‌ ଯୋଗୀଙ୍କର ଏହା ସମ୍ପୂର୍ଣ୍ଣ … Read More

ରେଳ ଧାରଣାରେ ପଡିଲା ବୋଲ୍ଡର, ଗଛ: ଟ୍ରେନ ଚଳାଚଳ ବ୍ୟାହତ

ଭୁବନେଶ୍ୱର: ବର୍ଷା ଯୋଗୁ ରେଳ ଚଳାଚଳ ବ୍ୟାହତ ।   ୱାଲ୍ଟେୟାର ଡିଭିଜନ୍ ଅନ୍ତର୍ଗତ ଓଡିଶାର କୋରାପୁଟରେ ଟିଗିରି ଏବଂ ଲାଲିଗୁମା ମଧ୍ୟରେ ବୁଧବାର ରେଳ ଚଳାଚଳ ବ୍ୟାହତ ହୋଇଛି । ଲଗାଣ ବର୍ଷା ଯୋଗୁ ଏହି  ଟ୍ରାକରେ ବିରାଟ ବୋଲ୍ଡର … Read More

ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ସ୍ଥଳରୁ ଖନନ ବେଳେ ମିଳିଲା ପ୍ରାଚୀନ ମୂର୍ତ୍ତି ଓ ସ୍ତମ୍ଭ

ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ପ୍ରାୟତଃ ଶେଷ ହେବାକୁ ବସିଛି । ମନ୍ଦିର ନିର୍ମାଣ ସ୍ଥଳରେ ଖନନ ବେଳେ ସେଠାରୁ ପ୍ରାଚୀନ ମନ୍ଦିରର କିଛି ଅବଶେଷ ମିଳିଛି, ଯେଉଁଥିରେ କେତେକ ପ୍ରାଚୀନ ମୂର୍ତ୍ତି ଏବଂ ସ୍ତମ୍ଭ … Read More

ପୁରୀରେ ଡକାୟତି ଯୋଜନା ପଣ୍ଡ, ୬ଜଣଙ୍କୁ ଗିରଫ କଲା ସମୁଦ୍ରକୂଳ ଥାନା ପୋଲିସ

ପୁରୀ: ପୁରୀରେ ଡକାୟତି ଯୋଜନା ପଣ୍ଡ । ୬ଜଣଙ୍କୁ ଗିରଫ କଲା ସମୁଦ୍ରକୂଳ ଥାନା ପୋଲିସ । ଏନେଇ ସାମ୍ବାଦିକ ସମ୍ମିଳନୀକରି ସୂଚନା ଦେଇଛି ବାସେଳୀ ସାହି ଥାନା ପୋଲିସ । ସୂଚନା ଅନୁସାରେ, ପୁରୀ ପେଣ୍ଠକଟା ନିକଟରେ ଏକ … Read More

ଭାଗ ନେବେ ମୟୂରଭଞ୍ଜର ୧୧ ଛାତ୍ରଛାତ୍ରୀ

କଟକ: ଓଡିଶା ଯୋଗ ଆସୋସିଏସନ ପକ୍ଷରୁ କଟକ ଠାରେ ଦୁଇ ଦିନିଆ ୨୯ ତମ ରାଜ୍ୟସ୍ତରୀୟ ଯୋଗାସନ ସ୍ପୋଟ୍ସ ଚମ୍ପିଆନସିପ ୨୦୨୩-୨୦୨୪ ଅନୁଷ୍ଠିତ ହୋଇଯାଇଛି । ୨ଦିନ ଧରି ଚାଲିଥିବା ଏହି ରାଜ୍ୟ ସ୍ତରୀୟ ଯୋଗାସନ ପ୍ରତିଯୋଗିତାରେ ୧୭ ରୁ … Read More

ପ୍ରେମିକର ଗଳା କାଟି ହତ୍ୟା କଲା ପ୍ରେମିକା

ପ୍ରେମିକକୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିଥିଲା ପ୍ରେମିକା । ପ୍ରେମିକର ଅନ୍ୟ ଆଡେ ବିବାହ ଠିକ୍‌ ହେବାରୁ ପ୍ରେମିକା ରଚିଥିଲା ହତ୍ୟାକାଣ୍ଡ । ପ୍ରେମିକକୁ ଗଳା କାଟି ହତ୍ୟା କରିବା ପରେ ଘର ଛାଡି ଚାଲିଯାଇଥିଲା ପ୍ରେମିକା । … Read More