ଆପାର୍ଟମେଣ୍ଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ, ୫୦ ମୃତ

ଭିଏତ୍‌ନାମ ରାଜଧାନୀ ହନୋଇରେ ଏକ ଆପାର୍ଟମେଣ୍ଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ସମୟାନୁସାରେ, ସେପ୍ଟେମ୍ବର ୧୩ ତାରିଖ ବିଳମ୍ବିତ ରାତିରେ ଏହି ନିଆଁ ଲାଗିଛି। ଅଗ୍ନିକାଣ୍ଡରେ ପ୍ରାୟ ୫୦ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି। ଏଏନ୍‌ଆଇ ରିପୋର୍ଟ … Read More

ଚଳିତ ବର୍ଷ ମଧ୍ୟ ହେବନି ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ଵର: ପୂର୍ବ ବର୍ଷଗୁଡ଼ିକ ଭଳି ଏଥର ବି ହେବନି ଛାତ୍ର ସଂସଦ ନିର୍ବାଚନ । ଚଳିତବର୍ଷ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଲଗାତାର ଭାବରେ ଗତ ୬ … Read More

ଆଜମ ଖାନଙ୍କ ୬ଟି ସ୍ଥାନରେ ଚଢଉ କରିଛି ଆୟକର ବିଭାଗ

ଉତ୍ତରପ୍ରଦେଶ ସମାଜବାଦୀ ପାର୍ଟି ନେତା ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ ଖାନଙ୍କ ପାଇଁ ପୁଣି ବଢିଲା ସମସ୍ୟା । ରାମପୁର ଠାରୁ ଲକ୍ଷ୍ନୌ ପର୍ଯ୍ୟନ୍ତ ଅନେକ ସ୍ଥାନରେ ଆୟକର ବିଭାଗ ଚଢଉ କରିଛି । ଲକ୍ଷ୍ନୌ, ରାମପୁର, ମେରଠ, … Read More

ଲଗାଣ ବର୍ଷାରେ ଧସିଲା ଦେବଗିରି ପାହାଡ: ୩ଟି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ଗଜପତି: ଲଗାଣ ବର୍ଷାରେ ବେହାଲ ହୋଇପଡିଛି ସାରା ଓଡିଶା  । କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି  । ଗଜପତି ଜିଲ୍ଲାରେ ବି ବର୍ଷା ଜାରି ରହିଛି  ।  ଫଳରେ ଗଜପତି ଜିଲାର ଗୁମ୍ମା … Read More

ଜମ୍ମୁ କଶ୍ମୀର ରଜୌରୀରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଜମ୍ମୁ କଶ୍ମୀର ରଜୌରୀରେ ଏନକାଉଣ୍ଟର । ରାଜୌରୀ ଜିଲ୍ଲା ନରହ୍ଲା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ଜଣେ ଆତଙ୍କବାଦୀ ନିହତ । ସେହିପରି ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଯବାନ ସହିଦ ହୋଇଛନ୍ତି । ଏଥିସହ ୩ ଜଣ ସୁରକ୍ଷାକର୍ମୀ ଆହତ ହୋଇଥିବା … Read More

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ବନେଶ୍ୱର ନାୟକ

ବାରିପଦା:  ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ବାରିପଦା ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ବନେଶ୍ୱର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି  । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଞ୍ଚ କରୁଛି ଭିଜିଲାନ୍ସ ଟିମ୍  ।  ଏକ କାଳୀନ … Read More