ବମିଖାଲ ଓଭରବ୍ରିଜରେ ଦୁର୍ଘଟଣା: ତଳକୁ ପଡି ଜଣେ ମୃତ

ଭୁବନେଶ୍ବ: ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ବମିଖାଲ ଓଭରବ୍ରିଜ ଉପରେ ସଡ଼କ ଦୁର୍ଘଟଣା। ଓଭରବ୍ରିଜରୁ ଖସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ କେଦାରଗୌରି ବିହାର ଅଞ୍ଚଳର ସବ୍ୟସାଚୀ ପୃଷ୍ଟି । ଗୁରୁତର … Read More

ମିଡିଆ ଟ୍ରାଏଲକୁ ସୁପ୍ରିମକୋର୍ଟଙ୍କ ନା, କେନ୍ଦ୍ରକୁ ମାର୍ଗଦର୍ଶିକା ପ୍ରସ୍ତୁତ ନିର୍ଦ୍ଦେଶ

ନୂଆଦିଲ୍ଲୀ: ‘ମିଡିଆ ଟ୍ରାଏଲ’କୁ ସୁପ୍ରିମକୋର୍ଟ ନା କହିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ବୁଧବାର ଏହା ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ମିଥ୍ୟା ଖବର ପ୍ରସାରଣ ଦ୍ବାରା ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି ହେଉଛି ବୋଲି କହିଛନ୍ତି। ଅପରାଧୀକୁ ନେଇ ସଂଶୟ … Read More

ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବା ଟି-ସାର୍ଟରେ ମୟୂରଭଞ୍ଜ ଜିଲ୍ଲାପାଳ ଓ ଏସପି, ଏନଏଚଆରସିରେ ପହଂଚିଲା ମାମଲା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋଗୋ ଥିବା ଟି-ସାର୍ଟ ପିନ୍ଧି ମୟୂରଭଞ୍ଜର ଏସପି ଓ ଜିଲ୍ଲାପାଳଙ୍କୁ ନେଇ ଯେଉଁ ବିବାଦ ଦେଖାଦେଇଛି, ତାହା ଏବେ ଆଉ ପାଦେ ଆଗକୁ ଯାଇଛି। ମୟୂରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ଓ ଏସପି ବି. ଗଙ୍ଗାଧର … Read More

ଆଇସିସି ଖେଳାଳି ରାଙ୍କିଂ ପ୍ରକାଶିତ; ଟପ୍ ଟେନ୍‌ରେ ୩ ଭାରତୀୟ

ଦୁବାଇ: ପ୍ରକାଶ ପାଇଲା ଆଇସିସି ବ୍ୟାଟିଂ ରାଙ୍କିଂ । ଏହି ତାଲିକାରେ ଭାରତୀୟ  ଖେଳାଳିଙ୍କ ଉନ୍ନତି ହୋଇଛି । ଗତ  ସପ୍ତାହରେ ତୃତୀୟ ସ୍ଥାନରେ ରହିଥିବା  ଯୁବ ଓପନର ଶୁଭମନ ଗିଲ୍‌ ଦ୍ୱିତୀୟକୁ ଉଠିଛନ୍ତି । ସେହିପରି ଶ୍ରେଷ୍ଠ ୧୦  … Read More

ଇନଷ୍ଟାଗ୍ରାମରେ ଲାଇଭ ଆସି ଆତ୍ମହତ୍ୟା କଲେ ଯୁବକ

ନୂଆଦିଲ୍ଲୀ : ବର୍ତ୍ତମାନ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଗୁରୁଗ୍ରାମରୁ ୨୮ ବର୍ଷର ଯୁବକଙ୍କର ମୃତ୍ୟୁ ମାମଲା ଆସିଛି। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରି ପୋଷ୍ଟମର୍ଟମ ପାଇଁ … Read More

ରାଜଧାନୀରେ ବେଆଇନ କଫ ସିରପ୍ ରାକେଟର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀରେ ବେଆଇନ କଫ ସିରପ୍ ରାକେଟର ପର୍ଦ୍ଦାଫାସ କରି ବୁଧବାର ପୁଲିସ ୨୦୫ଟି କଫ ସିରପ୍ ବୋତଲ ଜବତ କରିଛି। ଏହି ଘଟଣାରେ ପୁଲିସ ଜଣେ ନିଶା ବେପାରୀକୁ ମଧ୍ୟ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ଭୁବନେଶ୍ୱର … Read More

ରାଜସ୍ୱ ଅଧିକାରୀଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ, ଏକକାଳୀନଟି ୪ ସ୍ଥାନରେ ଚଢ଼ାଉ କଲା ଭିଜିଲାନ୍ସ

କଟକ : ରାଜସ୍ୱ ଅଧିକାରୀଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ। ଗଞ୍ଜାମ ବୁଗୁଡାର ପୂର୍ବତନ ତହସିଲଦାର ଥିଲେ ସଂଗ୍ରାମ। ଏକକାଳୀନ … Read More

ଦେଶ ପାଇଁ ସହିଦ ହେଲା ସେନାର କୁକୁର- ଆତଙ୍କବାଦୀଙ୍କ ସହ ଲଢିବା ବେଳେ ଗୁଳିମାଡରେ ଟଳିପଡିଲା

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ରାଜୌରି ଜିଲା ନର୍ଲା ଅଞ୍ଚଳରେ ଆତଙ୍କବାଦୀଙ୍କ ସହିତ ସଂଘର୍ଷରେ ସେନାର ଏକ କୁକୁର ସହିଦ ହୋଇଛି। ସହିଦ କୁକୁରର ନାମ ହେଉଛି କେଣ୍ଟ। ଏହାର ବୟସ ୬ବର୍ଷ ଓ ଲାବ୍ରାଡର ପ୍ରଜାତିର। କେଣ୍ଟ ୨୧ ସେନା ୟୁନିଟ୍‌ରେ … Read More

ବାଚସ୍ପତି ନିର୍ବାଚନରେ ଭାଗ ନେବେ ନାହିଁ କଂଗ୍ରେସ ବିଧାୟକ

ଭୁବନେଶ୍ୱର: ସେପ୍ଟେମ୍ବର ୨୧ ତାରିଖରେ ହେବାକୁ ଥିବା ରାଜ୍ୟ ବିଧାନସଭା ବାଚସ୍ପତି ପଦ ପାଇଁ ନିର୍ବାଚନରେ ଦଳର ବିଧାୟକ ଭାଗ ନେବେ ନାହିଁ। ପ୍ରଦେଶ କଂଗ୍ରେସ ପକ୍ଷରୁ ବୁଧବାର ଦିନ ଏହା କୁହାଯାଇଛି। ସେପ୍ଟେମ୍ବର ୨୧ ତାରିଖରେ ବାଚସ୍ପତି ନିର୍ବାଚନ ହେବ … Read More

ଆମେରିକାରେ ପୁଲିସ କାର୍ ଧକ୍କାରେ ଛାତ୍ରୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ଦାବି କଲା ଭାରତ

ଆମେରିକାରେ ଛାତ୍ରୀ ମୃତ୍ୟୁ ଘଟଣାର ତଦନ୍ତ ଦାବି କଲା ଭାରତ। ସଡକ ଦୁର୍ଘଟଣାରେ ଛାତ୍ରୀଙ୍କ ମୃତ୍ୟୁ ନେଇ ଏବେ ଏକ ଭିଡିଓ ପ୍ରକାଶ ପାଇବା ପରେ ଏହି ଦାବି କରାଯାଇଛି। ଧକ୍କା ଦେଇଥିବା କାରରେ ଥିବା ପୁଲିସ କାହିଁକି ଦୁର୍ଘଟଣା … Read More