ଆନନ୍ଦ ବଜାର ଶୃଙ୍ଖଳା ନେଇ ବୈଠକ, ଏଣିକି ଓମଫେଡ ଘିଅରେ ପ୍ରସ୍ତୁତ ହେବ ମହାପ୍ରସାଦ
ପୁରୀ : ଶ୍ରୀମନ୍ଦିରରେ ଆନନ୍ଦ ବଜାର ଶୃଙ୍ଖଳା ନେଇ ଶୃଙ୍ଖଳା କମିଟି ବୈଠକରେ ଗୁରୁତତ୍ୱପୂର୍ଣ୍ଣ ଆଲୋଚନା । ଶ୍ରୀମନ୍ଦିର ସ୍ଵତନ୍ତ୍ର ପ୍ରଶାସକ ଅଜୟ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଛି। ତେବେ ଭକ୍ତଙ୍କ ପାଇଁ … Read More