ଆସିଲା ନୂଆ ଧାନ ସଂଗ୍ରହ ନୀତି, ଉଚ୍ଛେଦ ହେବ ୩୫ଟି ଟୋଲ୍ ଗେଟ୍‌

ଭୁବ‌ବନେଶ୍ବର: ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକରେ ଶୁକ୍ରବାର ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଲୋକେସନ୍‌ ଆକ୍ସେସିବିଲିଟି ମଲ୍ଟି-ମୋଡାଲ୍‌ ଇନିସିଏଟିଭ୍‌ (ଲକ୍ଷ୍ମୀ) ଉପରେ ମୋହର ଲାଗିଛି। ଏହି ଯୋଜନାରେ ନିର୍ଭରଯୋଗ୍ୟ … Read More

‘ବିଶ୍ୱକର୍ମା ଯୋଜନା’ ଦ୍ୱାରା ସାଧାରଣ କାରିଗରମାନେ ହେବେ ଉପକୃତ: ପ୍ରତାପ ଷଡଙ୍ଗୀ

ଭୁବନେଶ୍ୱର: କାରିଗରମାନେ ସମାଜର ସୌନ୍ଦର୍ଯ୍ୟ କରଣ କରୁଛନ୍ତି କିନ୍ତୁ ତାଙ୍କ ବିଷୟରେ ସମାଜରେ କେହି ଚିନ୍ତା କରୁନଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ “ବିଶ୍ୱକର୍ମା ଯୋଜନା”ର ଆରମ୍ଭ କରିଛନ୍ତି। ଏହି ଯୋଜନା ଦ୍ୱାରା ଗ୍ରାମୀଣ ଓ ସହରାଚଂଳର ପାରମ୍ପରିକ କାରିଗର ଓ … Read More

ଚଳିତ ପାର୍ବଣ ଋତୁରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଦାୟ କରାଯିବନି ଗ୍ରାଉଣ୍ଡ ରେଣ୍ଟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ପାର୍ବଣ ସମୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ … Read More

ଓଏଏସ୍ ଅଫିସର ସଂଗ୍ରାମ କେଶରୀ ଜେନା ଗିରଫ

ଓଏଏସ୍‌ ଅଫିସର ସଂଗ୍ରାମ କେଶରୀ ଜେନାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ତାଙ୍କୁ ଗିରଫ କରାଯାଇଛି। ସେ ତାଙ୍କ ଆୟ ତୁଳନାରେ ୧୯୭% ଅଧିକ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।  ପୂର୍ବରୁ … Read More

କଟକ ତାଳଦଣ୍ଡା କେନାଲରେ ବୁଡ଼ିଗଲେ ମାଛ ବ୍ୟବସାୟୀ!

କଟକ ତାଳଦଣ୍ଡା କେନାଲରେ ଛତ୍ରବଜାରର ଜଣେ ମାଛ ବ୍ୟବସାୟୀ ବୁଡ଼ି ଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ହରିଶ୍ଚନ୍ଦ୍ର ଦାସ। ହରିଶ୍ଚନ୍ଦ୍ର ଆଜି ଅପରାହ୍ନ ପ୍ରାୟ ୪ଟା ବେଳେ କେନାଲକୁ ଧୋଇ ହେବାକୁ ଯାଇଥିବାବେଳେ ନିଖୋଜ ହୋଇଯାଇଥିବା ତାଙ୍କ ପୁଅ ପୁଲିସ … Read More

ବିଶ୍ୱକର୍ମା ଜୟନ୍ତୀରେ ‘ପିଏମ୍ ବିଶ୍ୱକର୍ମା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:  ବିଶ୍ୱକର୍ମା ଜୟନ୍ତୀ ଅବସରରେ ‘ପିଏମ୍ ବିଶ୍ୱକର୍ମା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ।  ପାରମ୍ପରିକ ଶିଳ୍ପରେ ନିୟୋଜିତ କାରିଗର ମାନଙ୍କୁ ସହାୟତା ପ୍ରଦାନ କରିବା ଏବଂ ସେମାନଙ୍କର ଦକ୍ଷତା ବୃଦ୍ଧି କରିବା ଏହି ଯୋଜନାର ମୂଳଲକ୍ଷ୍ୟ ।   ‘ପିଏମ୍ … Read More

ରାଜ୍ୟର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ବୁଧବାର ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଏବେ ପୂର୍ବ ମଧ୍ୟପ୍ରଦେଶ ଓ ପଡ଼ୋଶୀ ରାଜ୍ୟରେ ସକ୍ରିୟ ରହିଛି। ଆମ ରାଜ୍ୟରେ ଏହାର ସିଧା ପ୍ରଭାବ ନରହିବା କାରଣରୁ ଆଜିଠାରୁ ଧୀରେ ଧୀରେ ବର୍ଷା କମ୍‌ ହେବ। … Read More

ସ୍ୱାମୀ ଅନ୍ୟ ମହିଳାଙ୍କ ସହ ରହିବା ନେଇ ପତ୍ନୀ କରିଥିବା ଅଭିଯୋଗର ପିଟିସନ ଖାରଜ

ନୂଆଦିଲ୍ଲୀ : ଦିଲ୍ଳୀ ହାଇକୋର୍ଟ ଏକ ମାମଲାରେ ସ୍ୱାମୀ ଅନ୍ୟ ମହିଳାଙ୍କ ସହ ରହିବା ନେଇ ପତ୍ନୀ କରିଥିବା ଅଭିଯୋଗର ପିଟିସନକୁ ଖାରଜ କରିଦେଇଛନ୍ତି । ଏଥିସହ ସ୍ୱାମୀ ଅନ୍ୟ ମହିଳାଙ୍କ ସହ ରହିବାକୁ ମଧ୍ୟ ଅପରାଧ ବୋଲି ମାନି ନାହାଁନ୍ତି, … Read More

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ସ୍ବାଭାବିକ ହେଲା ମହାପ୍ରଭୁଙ୍କ ନୀତିକାନ୍ତି

ପୁରୀ: ଦୂର ହୋଇଛି ମହାପ୍ରଭୁଙ୍କ ନୀତିକାନ୍ତିକୁ ନେଇ ହୋଇଥିବା ଅଚଳାବସ୍ଥା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ସ୍ବାଭାବିକ ହେଲା ମହାପ୍ରଭୁଙ୍କ ନୀତିକାନ୍ତି । ନୀତିକାନ୍ତିକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହୋଇଛି । ମହାପ୍ରଭୁଙ୍କ ବଡ଼ … Read More

ବେଆଇନ ବନ୍ଧୁକ ରଖିବା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଜୋ ବାଇଡେନ୍‌ଙ୍କ ପୁଅ ହଣ୍ଟର୍‌

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ପୁଅ ହଣ୍ଟର୍ ବାଇଡେନ୍‌ଙ୍କ ପାଇଁ ଅଡ଼ୁଆ ବଢ଼ିଛି। ବେଆଇନ ଭାବେ ବନ୍ଧୁକ ରଖିବା ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଏହା ପ୍ରଥମ ଥର ଯେ ଆମେରିକାର କୌଣସି ବର୍ତ୍ତମାନର ରାଷ୍ଟ୍ରପତିଙ୍କ ପୁଅଙ୍କ ବିରୋଧରେ … Read More