ଅନନ୍ତନାଗ ଏନକାଉଣ୍ଟର; ଆଉ ଜଣେ ଯବାନ ସହିଦ

ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ବଡ଼ ଧରଣର ଏନକାଉଣ୍ଟରରେ ସହିଦଙ୍କ ସଂଖ୍ୟା ୪ରେ ପହଞ୍ଚିଛି । ପୂର୍ବରୁ ଏହି ଗୁଳି ବିନିମୟରେ ଭାରତୀୟ ସେନାର ଜଣେ କର୍ଣ୍ଣେଲ, ଜଣେ ମେଜର ଓ ଜମ୍ମୁ-କଶ୍ମୀର ପୁଲିସ୍‌ର ଜଣେ … Read More