ସୂର୍ଯ୍ୟ ମିଶନରେ ଆଗକୁ ବଢୁଛି ଆଦିତ୍ୟ L1, ପୃଥିବୀ ଛାଡିଲା ମହାକାଶଯାନ

ସୂର୍ଯ୍ୟ ମିଶନରେ ଆଗକୁ ବଢୁଛି ଆଦିତ୍ୟ L1 ।  ପୃଥିବୀ ଛାଡିଲା ମହାକାଶଯାନ । ସଫଳତାର ସହ ପଞ୍ଚମ କକ୍ଷପଥ ପରିବର୍ତ୍ତନ କରିଛି । ପୃଥିବୀ କକ୍ଷପଥରୁ ବାହାରି ଆଦିତ୍ୟ L-1 ଲାଗ୍ରାଞ୍ଜ ପଏଣ୍ଟ ଆଡକୁ ଯାତ୍ରା ଆରମ୍ଭ କରିଛି … Read More

ବିଦ୍ୟୁତ ଆଘାତରେ ଟଳି ପଡିଲେ ଯୁବକ

ପାରଳାଖେମୁଣ୍ଡି: ଗଣେଶ ପୂଜା ପୂର୍ବରୁ ଅଘଟଣ ।  ଗଣେଶ ମଣ୍ଡପରେ ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ ।  ଘଟଣା ଘଟିଛି ଗଜପତି ଜିଲ୍ଲାରେ ।   ଗଜପତି ଜିଲ୍ଲା ଗୁରାଣ୍ଡି ଥାନା ତୋଟାଗୁମୁଡା ଗାଁରେ ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି … Read More

ବାଲୁକାରେ ୧ ହଜାର ଷ୍ଟିଲ ବାସନରେ ଗଣେଶ ମୂର୍ତ୍ତି ନିର୍ମାଣ କରି ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ: ଆଜି ହେଉଛି ପବିତ୍ର ଗଣେଷ ଚତୁର୍ଥୀ । ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ବିରାଜମାନ କରିଛନ୍ତି ପ୍ରଭୁ ଗଜାନନ । ପ୍ରଭୁଙ୍କ ଆଗମନକୁ ନେଇ ସବୁଆଡେ ବ୍ୟାପକ ପ୍ରସ୍ତୁତି କରାଯାଇଛି … Read More

ଏକ ମାସର ଶିଶୁକୁ କୋଳରେ ଧରି ଅଫିସରେ କାମ କଲେ ମେୟର

କେରଳ: କେରଳର ରାଜଧାନୀ ଥିରୁବନନ୍ତପୁରମର ମେୟର ଆର୍ଯ୍ୟ ରାଜେନ୍ଦ୍ରନ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି  ।  ଏହାର କାରଣ ହେଉଛି ଏକ ମାସ ପୂର୍ବରୁ ଜନ୍ମ ହୋଇଥିବା ଶିଶୁକୁ ନେଇ ସେ ଅଫିସରରେ କାମ କରୁଥିବା ନଜର ଆସିଛନ୍ତି  … Read More

ଟ୍ରାକ୍ଟରରେ ବିଦ୍ୟୁତ ତାର ଲାଗି ଜଣେ ମୃତ, ୨ ଗୁରୁତର

ଯାଜପୁର: ଗଣେଶ ପୂଜା ପୂର୍ବେ ଅଘଟଣା। ପୂଜା ପାଇଁ ଗଣେଶ ମୂର୍ତ୍ତି ନେବା ବେଳେ ଟ୍ରାକ୍ଟରରେ ଲାଗିଗଲା ବିଦ୍ୟୁତ ତାର। ଟ୍ରାକ୍ଟରରେ ବିଦ୍ୟୁତ ତାର ଲାଗି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା … Read More

ଅଭିନେତା ବିଜୟ ଆଣ୍ଟୋନୀଙ୍କ ୧୬ବର୍ଷର ଝିଅ ଲାରାର ଆତ୍ମହତ୍ୟା

ମୁମ୍ବାଇ: ସାଉଥ୍ ସିନେମା ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି  । ଅଭିନେତା ବିଜୟ ଆଣ୍ଟୋନୀଙ୍କ ୧୬ ବର୍ଷର ଝିଅ ଲାରା ଆଣ୍ଟୋନୀ ଆତ୍ମହତ୍ୟା କରିଥିବା ଜଣାପଡିଛି । ଗତକାଲି ଏହି ଘଟଣା ଘଟିଛି  । ଯାହାକୁ ନେଇ … Read More

ସମ୍ବାଦ ଅଫିସରୁ ଜବତ ଦସ୍ତାବିଜ ଖୋଲିବ ଦୁର୍ନୀତିର ଗୁମର!

ଭୁବନେଶ୍ୱର: ସମ୍ବାଦ ଅଫିସରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁର ଯାଞ୍ଚ। କର୍ମଚାରୀଙ୍କ ନାଁରେ ଋଣ ମାମଲାରେ ଆଜି ସମ୍ବାଦ ଖବରକାଗଜ ଅଫିସରେ ଚାଲିଛି ଯାଞ୍ଚ। ଯାଞ୍ଚ ବେଳେ ଜବତ ହୋଇଛି କିଛି ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଏବଂ ଦସ୍ତାବିଜ। ବର୍ତ୍ତମାନ ସୁଦ୍ଧା କିଛି ପ୍ରମୁଖ ସାକ୍ଷୀଙ୍କୁ … Read More

ଭାରତର ଜି ୨୦ ଅଧ୍ୟକ୍ଷତା ଉପରେ ଇ-ପୁସ୍ତକ ‘ପିପୁଲ୍ସ ଜି-୨୦’ କୁ ଉନ୍ମୋଚନ କଲେ ଅପୂର୍ବ ଚନ୍ଦ୍ର

ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ଅପୂର୍ବ ଚନ୍ଦ୍ର ଆଜି ନୂଆଦିଲ୍ଲୀଠାରେ ଭାରତର ଜି-୨୦ ଅଧ୍ୟକ୍ଷତା ଉପରେ ଏକ ଇ-ପୁସ୍ତକ ‘ପିପୁଲ୍ସ ଜି-୨୦’କୁ ଉନ୍ମୋଚନ କରିଛନ୍ତି। ପିଆଇବିର ପ୍ରମୁଖ ମହାନିର୍ଦ୍ଦେଶକ ମନୀଷ ଦେଶାଇ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ … Read More

ଆଜି ପବିତ୍ର ଗଣେଶ ଚତୁର୍ଥୀ: ସବୁଠି ଚାଲିଛି ଗଜାନନଙ୍କ ଆରାଧନା

ଭୁବନେଶ୍ବର: ଆଜି ପବିତ୍ର ଗଣେଶ ଚତୁର୍ଥୀ । ଧରାପୃଷ୍ଠରେ ଅବତରଣ କରିଛନ୍ତି ପ୍ରଭୁ ଗଜାନନ  । ଗାଁଠୁ ସହର ସବୁଠି ଉତ୍ସବର ପରିବେଶ । ସବୁଠି ଗଜାନନଙ୍କୁ ପୂଜାର୍ଚ୍ଚନା କରାଯାଉଛି  । ସୁଉଚ୍ଚ ତୋରଣ ସାଙ୍ଗକୁ ବିଶାଳକାୟ ମେଢ ଏବଂ … Read More

ଆମେରିକାର ଏଫ ୩୫ ଯୁଦ୍ଧ ବିମାନ ନିଖୋଜ

ୱାଶିଂଟନ: ଆମେରିକା ଏଫ ୩୫ ଯୁଦ୍ଧ ବିମାନ ନିଖୋଜ ହୋଇଯାଇଛି । ମରୀନ କୋରର ଏହି ବିମାନକୁ ଶତ୍ରୁ ପକ୍ଷ ଠାବ କରିବା କଷ୍ଟକର । ଗୁରୁତ୍ୱପୂର୍ଣ୍ଣ ମିଶନରେ ଏହାକୁ କାର୍ଯ୍ୟରେ ଲଗା ଯାଇଥାଏ । ନର୍ଥ ଚାର୍ଲସଟନ ଏୟାରବେସକୁ … Read More