ଜାତିସଂଘରେ ପୁଣି ଥରେ କଶ୍ମୀର ପ୍ରସଙ୍ଗ ଉଠାଇଲା ତୁର୍କିଏ

  ନୂଆଦିଲ୍ଲୀ: ମିଳିତ ଜାତିସଂଘର ୭୮ତମ ସାଧାରଣ ଅଧିବେଶନରେ ତୁର୍କିଏ ରାଷ୍ଟ୍ରପତି ରିସେପ୍ ତୈୟପ୍ ଏର୍ଡୋଗାନ୍ ପୁଣିଥରେ କଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ମଙ୍ଗଳବାର ସାଧାରଣ ସଭାର ସାଧାରଣ ବିତର୍କରେ ବିଶ୍ୱନେତାମାନଙ୍କୁ ସମ୍ବୋଧିତ କରି ଏର୍ଡୋଗାନ୍ କହିଛନ୍ତି, ଭାରତ ଓ ପାକିସ୍ତାନ ମଧ୍ୟରେ … Read More

ଗଣେଶ ପୂଜା ଭୋଗ ଖାଇ ୩୫ରୁ ଅଧିକ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

  ସୋର : ଗଣେଶ ପୂଜା ଭୋଗ ଖାଇ ୩୫ ରୁ ଅଧିକ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି। ବାହାନଗା ବ୍ଲକ ପଣପଣା ପଂଚାୟତ ସରସତିଆ ଗ୍ରାମରେ ଘଟିଛି ଏହି ଅଭାବନୀୟ ଘଟଣା । ଗତକାଲି ଗଣେଶ ପୂଜା ଭୋଗ ଖାଇ ଅସୁସ୍ଥ ହୋଇଥିବା … Read More

ବାଇଡେନଙ୍କୁ ସାଧାରଣତନ୍ତ୍ର ଦିବସ ପାଇଁ ମୋଦିଙ୍କ ନିମନ୍ତ୍ରଣ

  ଆସନ୍ତା ୨୦୨୪ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହୋଇପାରନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ତାଙ୍କୁ ଜାନୁଆରୀ ୨୬ କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ କରିଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିକଟରେ ଦିଲ୍ଲୀରେ ଜି-୨୦ ଶିଖର ସମ୍ମିଳନୀ ଶେଷ ହୋଇଥିଲା। ଏହି … Read More

ଥାନାରେ ଏତଲା ଦେଲେ ଶ୍ରୀକାନ୍ତ ସାହୁ

  ପୋଲସରା: ପୋଲସରା ବିଧାୟକ ତଥା ପୂର୍ବତନ ଶ୍ରମ ରାଷ୍ଟ୍ରମନ୍ତ୍ରୀ ଶ୍ରୀକାନ୍ତ ସାହୁ ଓ ତାଙ୍କ ଝିଅକୁ ହତ୍ୟା ଷଡ଼ଯନ୍ତ୍ର କରା ଯାଉଥିବା ସମ୍ପର୍କରେ ନିଜେ ବିଧାୟକ ଶ୍ରୀ ସାହୁ ପୋଲସରା ଥାନା ରେ ଏତଲା ଦେଇଛନ୍ତି। ଶ୍ରୀ ସାହୁ ତାଙ୍କ … Read More

କାନାଡା ଛାଡ଼ିବାକୁ ଭାରତୀୟ ହିନ୍ଦୁଙ୍କୁ ଆତଙ୍କବାଦୀ ପନ୍ନୁର ଧମକ

  ଭାରତ ଓ କାନାଡା ମଧ୍ୟରେ ଚାଲିଥିବା ତିକ୍ତତା ଚରମସୀମାରେ ପହଞ୍ଚି ଯାଇଛି। ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂହ ନାଜିରର ମୃତ୍ୟୁକୁ ନେଇ ଦୁଇ ଦେଶ ମଧ୍ୟରେ କୂଟନୀତିକ ଯୁଦ୍ଧ ଆରମ୍ଭ ହୋଇଯାଇଛି। ଏବେ ଏହାର ଫାଇଦା ଉଠାଇ ବିଦ୍ୱେଷ ସୃଷ୍ଟି … Read More

ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ କହିଲେ ହେମା ମାଳିନୀ

  ମୁମ୍ବାଇ: ସଂସଦରେ ବର୍ତ୍ତମାନ ଆମେ ମାତ୍ର ୮୧ଜଣ ଅଛୁ ଏବଂ ଏହି ‘ବିଲ୍‌’ ପାରିତ ହେଲେ ଆମ ସଂଖ୍ୟା ୧୮୧କୁ ବୃଦ୍ଧି ପାଇବ ବୋଲି ‘ମହିଳା ସଂରକ୍ଷଣ ବିଲ୍‌’କୁ ସମର୍ଥନ କରି ବିଶିଷ୍ଟ ଅଭିନେତ୍ରୀ ତଥା ରାଜନେତ୍ରୀ ହେମା ମାଳିନୀ … Read More

ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍

  ପୁରୀ: ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍। ୨୪ରେ ଉଦଘାଟନ ପୂର୍ବରୁ ପୁରୀ-ରାଉରକେଲା ମଧ୍ୟରେ ଏହି ଟ୍ରାଏଲ ରନ୍ ହୋଇଛି। ସକାଳ ୫ଟାରୁ ପୁରୀରୁ ବାହାରି ଦିନ ୧୨ଟା ୪୫ରେ ରାଉରକେଲାରେ ପହଞ୍ଚିବ। ଏହାପରେ ଅପରାହ୍ନ ୨ଟା ୧୦ରେ … Read More

କାନାଡାରେ ରହୁଥିବା ଛାତ୍ରଛାତ୍ରୀ ଏବଂ ନାଗରିକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ଭାରତ ସରକାର

  ବଢୁଛି ଭାରତ-କାନାଡା ମଧ୍ୟରେ ତିକ୍ତତା। କାନାଡାରେ ରହୁଥିବା ଛାତ୍ରଛାତ୍ରୀ ଏବଂ ନାଗରିକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ଭାରତ ସରକାର। ଏନେଇ ଆଜି ଏକ ସତର୍କତା ଜାରି କରାଯାଇଛି। ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ଅରିନ୍ଦମ ବାଗଚି ଏନେଇ ଏକ୍ସରେ ଏକ ପୋଷ୍ଟ କରି … Read More

ଭାଲୁ ଆକ୍ରମଣ ବୃଦ୍ଧାଙ୍କ ମୃତ୍ୟୁ

  ଆନନ୍ଦପୁର: ଭାଲୁ ଆକ୍ରମଣ ଜଣେ ବୃଦ୍ଧାଙ୍କ ମୃତ୍ୟୁ । କେନ୍ଦୁଝର ଆନନ୍ଦପୁର ଥାନା ପଣସଡିହା ପଞ୍ଚାୟତ ଡୁମରିଡିହା ଗାଁରେ ଏହି ଘଟଣା ଘଟିଛି । ମୃତକ ହେଉଛନ୍ତି ସୁମୀ ଘାଗରାଇ । ସେ ନିକଟସ୍ଥ ଜଙ୍ଗଲକୁ ଶୌଚ ହେବାକୁ ଯାଇଥିବା … Read More

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର

  ନୂଆଦିଲ୍ଲୀ: ଆଜି ଭ‌ାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ହରଦୀପ ସିଂହ ନିଜ୍ଜାର୍‌ ହତ୍ୟା ଘଟଣା ନେଇ ଭାରତ ଓ କାନାଡା ମଧ୍ୟରେ ସୃଷ୍ଟି ହୋଇଥିବା କୂଟନୈତିକ ବିବାଦ ବିଷୟରେ ସଂକ୍ଷିପ୍ତରେ ସବୁକଥା … Read More