ପୁଣି ଆକ୍ଟିଭ ହେବ ଲ୍ୟାଣ୍ଡର ବ୍ରିକମ ଓ ରୋଭର ପ୍ରଜ୍ଞାନ

ନୂଆଦିଲ୍ଲୀ : ଜହ୍ନରେ ଉଇଁଲା ସୂର୍ଯ୍ୟ । ଚନ୍ଦ୍ରର ଦକ୍ଷିଣମେରୁରେ ସୂର୍ଯ୍ୟକିରଣ ପଡିବା ଆରମ୍ଭ ହୋଇଛି । ରୋଭର ଓ ଲ୍ୟାଣ୍ଡର ଥିବା ଶିବଶକ୍ତି ପଏଣ୍ଟରେ ସୂର୍ଯ୍ୟ ଉଇଁ ସାରିଲାଣି। ସ୍ଲିପ ମୋଡରେ ଥିବା ଲ୍ୟାଣ୍ଡର ବିକ୍ରମ ଓ ରୋଭର ପ୍ରଜ୍ଞାନର … Read More

ଫତେପୁର ସିକ୍ରିରେ ଫଟୋ ଉଠାଉଥିଲେ ଫ୍ରେଞ୍ଚ ନାଗରିକ; ୯ ଫୁଟ ଉପରୁ ଖସି ପଡ଼ିଲେ

ଭାରତ ବୁଲି ଆସି ଆଖି ବୁଜିଲେ ଫ୍ରେଞ୍ଚ ନାଗରିବ । ଫତେପୁର ସିକ୍ରିଠାରେ ଫଟୋ ଉଠାଉଥିବା ବେଳେ ୯ ଫୁଟ ଉଚ୍ଚରୁ ଖସି ପଡ଼ି ଚାଲିଗଲା ମହିଳା ପର୍ଯ୍ୟଟକଙ୍କ ଜୀବନ । ଏକ କାଠ ପାହାଚରେ ଛିଡ଼ା ହୋଇ ଫଟୋ ଉଠାଉଥିବା … Read More

ମୌସୁମୀ ଅଧିବେଶନ: ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ

ଭୁବନେଶ୍ୱର : ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଗୃହରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ … Read More

କାନାଡାକୁ ଟାର୍ଗେଟ କଲେ କଂଗ୍ରେସ ସାଂସଦ

‘ମୋ’ ଜେଜେଙ୍କୁ ୧୯୯୫ ମସିହାରେ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଖଲିସ୍ତାନୀ ଆତଙ୍କବାଦୀମାନେ ତାଙ୍କୁ ହତ୍ୟା କରିଥିଲେ। ଆଉ ଉକ୍ତ ହତ୍ୟାକାରୀଙ୍କ ଖାସ୍‌ ଲୋକ ଥିଲେ ହରଦୀପ ସିଂ ନିଜ୍ଜାର। ’ ଏପରି ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି କଂଗ୍ରେସ … Read More

ନରସିଂହପୁର ଜଙ୍ଗଲରୁ ଦନ୍ତାହାତୀର ମୃତଦେହ ଉଦ୍ଧାର

ଭୁବନେଶ୍ୱର: ନିକଟରେ କଟକ ଜିଲ୍ଲା ଆଠଗଡ଼ ଫରେଷ୍ଟ ଡିଭିଜନ ଅନ୍ତର୍ଗତ ନରସିଂହପୁର ଜଙ୍ଗଲରୁ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର କରାଯାଇଛି। ହେଲେ ହାତୀର ମୃତ୍ୟୁ ପଛର କାରଣ ବନ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ। ଗତ ସେପ୍ଟେମ୍ବର ୧୮ ତାରିଖରେ ଲଘୁ … Read More