ଜଷ୍ଟିନ ଟ୍ରୁଡ଼ୋଙ୍କ ବିରୋଧରେ ହିନ୍ଦୁ ସଂଗଠନର ବିକ୍ଷୋଭ

ନୂଆଦିଲ୍ଲୀ: କାନାଡ଼ା ଏବେ ଖଲିସ୍ତାନୀ ଆତଙ୍କବାଦୀଙ୍କ ଭୂସ୍ବର୍ଗ ପାଲଟିଯାଇଥିବା ବେଳେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡ଼ୋ ଭାରତ ବିରୋଧରେ ଲଗାତାର ଭିତ୍ତହୀନ ଅଭିଯୋଗ କରିଚାଲିଛନ୍ତି। ଏହାକୁ ନେଇ ଭାରତରେ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି। ଆଜି ଦିଲ୍ଲୀର ଯନ୍ତର ମନ୍ତରଠାରେ ମିଳିତ … Read More

ଦୁର୍ଘଟଣାଗ୍ରସ୍ତ ଗୁରୁତର ରୋଗୀର ମୃତ୍ୟୁକୁ ନେଇ ତୁମୁଳକାଣ୍ଡ

ଭୁବନେଶ୍ବର: ଦୁର୍ଘଟଣାଗ୍ରସ୍ତ ଗୁରୁତର ରୋଗୀର ମୃତ୍ୟୁକୁ ନେଇ ତୁମୁଳକାଣ୍ଡ। ରାସ୍ତାରେ ଦୁର୍ଘଟଣାଗ୍ରସ୍ତ ଗୁରୁତର ଆହତ ବ୍ୟକ୍ତିଙ୍କୁ ସ୍ଥାନୀୟ ଲୋକେ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲକୁ ଆଣିଥିଲେ । ହେଲେ ହସ୍ପିଟାଲ କର୍ତ୍ତୃପକ୍ଷ ଭିତରକୁ ନଛାଡି ବାରଣ କରିଥିଲେ । ଏନେଇ … Read More

ଏସିଆନ ଗେମ୍ସରେ ଏୟାର ରାଇଫଲ୍ସ ଟିମ୍ ଜିତିଲା ସ୍ବର୍ଣ୍ଣ, ପଦକ ସଂଖ୍ୟା ୭ ଛୁଇଁଲା

ହାଞ୍ଜହୁ: ଏସିଆନ ଗେମ୍ସରେ ଭାରତକୁ ପ୍ରଥମ ସ୍ବର୍ଣ୍ଣ । ୧୦ ମିଟର ଏୟାର ରାଇଫଲ୍ସ ଟିମ୍ ଜିତିଛି ଗୋଲ୍ଡ ମେଡାଲ । ସେହିପରି ରୋଇଂରେ ମଧ୍ୟ ଭାରତକୁ ପଦକ ମିଳିଛି । ରୋଇଂରେ ବ୍ରୋଞ୍ଜ ମେଡାଲ ହାସଲ କରିଛି ଭାରତ … Read More

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯାଇ ନୂଆଲୁଗା ଓ … Read More

୧୯ ପଳାତକ ଖାଲିସ୍ତାନୀ ଆତଙ୍କବାଦୀଙ୍କ ସମ୍ପତ୍ତି ହେବ ବାଜ୍ୟାପ୍ତ

ନୂଆଦିଲ୍ଲୀ: କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ବିବାଦୀୟ ବୟାନ ପରେ ଆକ୍ସନ ମୋଡରେ ଭାରତ । ଖାଲିସ୍ତାନୀ ଆତଙ୍କୀଙ୍କ ବିରୋଧରେ ଖଡଗହସ୍ତ ତଦନ୍ତକାରୀ ସଂସ୍ଥା ଏନଆଇଏ । କାନାଡା, ବ୍ରିଟେନ, ଆମେରିକା, ଦୁବାଇ, ପାକିସ୍ତାନ ଓ ଅନ୍ୟାନ୍ୟ ଦେଶରେ ରହୁଥିବା … Read More

ଥାନାରେ ସ୍ତ୍ରୀ କଲା ଅଭିଯୋଗ, ପୋଲିସ୍ ମାଡରେ ସ୍ୱାମୀ ଗୁରୁତର

ବାଙ୍ଗିରିପୋଷି: ଇଏ କି ନ୍ୟାୟ ବ୍ୟବସ୍ଥା । ଏକ ପାଖିଆ କଥା ଶୁଣି ଜଣଙ୍କୁ କଣ କେବେ ଦଣ୍ଡ ଦିଆଯାଇପାରେ । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅଞ୍ଚଳରେ । ସ୍ତ୍ରୀର ଅଭିଯୋଗକୁ ଭିତ୍ତି … Read More

ଆମେରିକାରେ ଦ୍ୱିତୀୟ ଘୁଷୁରି ହୃଦୟ ପ୍ରତିରୋପଣ

ୱାସିଂଟନ: ଆମେରିକାର ମେରିଲାଣ୍ଡରେ ସର୍ଜନମାନେ ଜଣେ ମୁମୂର୍ଷୁ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇବା ପାଇଁ ତାଙ୍କଠାରେ ଏକ ଘୁଷୁରିର ହୃଦୟ ପ୍ରତିରୋପଣ କରିଛନ୍ତି। ଏହା ହେଉଛି ଆମେରିକାରେ ଦ୍ବିତୀୟ ଘୁଷୁରି ହୃଦୟ ପ୍ରତିରୋପଣ ଘଟଣା, ଯାହା ପରୀକ୍ଷାମୂଳକ ଭାବେ କରାଯାଇଛି। ଦୁଇ … Read More

ଆଠଗଡ ତିଗିରିଆରେ ଖୁଦୁରୁକୁଣୀ ଓଷାକୁ କେନ୍ଦ୍ର କରି ବୋମାମାଡ: ୩ ଗୁରୁତର

ଆଠଗଡ: କଟକ ଆଠଗଡ ତିଗିରିଆରେ ଅଭାବନୀୟ ଘଟଣା ଘଟିଛି  । ଖୁଦୁରୁକୁଣୀ ଓଷାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବୋମାମାଡ ହୋଇଛି  । ଫଳରେ ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଆହତଙ୍କୁ ତିଗିରିଆ ମେଡିକାଲରେ … Read More

ଭାଙ୍ଗିଲା ଡ୍ରେନେଜ୍‌ ସ୍ଲାବ ; ୧୨ ଆହତ, ୨୦ରୁ ଅଧିକ ଉଦ୍ଧାର

ଗୁଜୁରାଟ : ଗୁଜୁରାଟର ରାଜକୋଟ ସହରରେ ଦୁର୍ଘଟଣା ଘଟିଛି । ରବିବାର ରାତିରେ ଗଣେଶ ପଣ୍ଡାଲ ନିକଟରେ ଏକତ୍ରିତ ହୋଇଥିବା ଲୋକଙ୍କ ଚାପ ଯୋଗୁଁ ଡ୍ରେନେଜ ଲାଇନ ସ୍ଲାବ ଖସି ପଡିଥିଲା । ଏହି ଘଟଣାରେ ଅତି କମରେ ୧୨ ଜଣ … Read More

ଆଜିଠୁ ଦେଶରୁ ଫେରିଯିବ ମୌସୁମୀ

ଦେଶରୁ ଫେରିଯିବ ମୌସୁମୀ । ଆଜିଠୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ଅପସାରଣ ପ୍ରକ୍ରିୟା ଆରମ୍ଭ ହେବ । ଆସନ୍ତା ୨୪ ଘଣ୍ଟାରେ ରାଜସ୍ଥାନରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବ । ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୁଳ ରହିଛି ବୋଲି … Read More