ଅଷ୍ଟ୍ରେଲିଆକୁ ୯୯ ରନରେ ହରାଇଲା ଭାରତ

ଇନ୍ଦୋର: ଅଷ୍ଟ୍ରେଲିଆ ବିରୋଧରେ ଭାରତର ବିଶାଳ ବିଜୟ । ଇନ୍ଦୋର ଦିନିକିଆ ସହିତ ସିରିଜ ବିଜୟ କରିଛି ଟିମ୍ ଇଣ୍ଡିଆ । ଅଷ୍ଟ୍ରେଲିଆକୁ ୯୯ ରନର ବଡ଼ ବ୍ୟବଧାନରେ ହରାଇ ୩ଟିକିଆ ସିରିଜକୁ ୨-୦ରେ ଜିତି ନେଇଛି ଭାରତ । … Read More