ସଂସଦରେ ଅଭଦ୍ର ବ୍ୟବହାର କରିଥିବା ସାଂସଦଙ୍କୁ ବିଜେପି ଦେଲା ନିର୍ବାଚନୀ ଦାୟିତ୍ୱ
ସଂସଦରେ ବିଏସପି ସାଂସଦ ଡାନିଶ ଅଲୀଙ୍କୁ ଅତ୍ୟନ୍ତ ଅଭଦ୍ର ବ୍ୟବହାର କରିବା ସହ ମୁସଲିମ ବିରୋଧୀ ବୟାନ ଦେଇଥିବା ବିଜେପି ସାଂସଦ ରମେଶ ବିଧୁରୀଙ୍କୁ ଦଳ ବଡ଼ ଦାୟିତ୍ୱ ଦେଇଛି। ବିଜେପି ପକ୍ଷରୁ ଆଜି ତାଙ୍କୁ ରାଜସ୍ଥାନର ଟୋଙ୍କ ନିର୍ବାଚନ … Read More