ନିଖୋଜ ଥିଲେ ଟ୍ରଲର କର୍ମଚାରୀ, ମିଳିଲା ମୃତଦେହ

  ପାରାଦୀପ : ୭ ଦିନ ହେଲା ନିଖୋଜ ଥିଲେ ଟ୍ରଲର କର୍ମଚାରୀ। ଆଜି ସକାଳେ ପାରାଦୀପ ନେହରୁବଙ୍ଗଳା ଫିସିଙ୍ଗ ହାର୍ବରରୁ ମିଳିଲା ମୃତଦେହ। ମୃତ ଟ୍ରଲର କର୍ମଚାରୀ ଜଣଙ୍କ ହେଲେ ହେମନ୍ତ ମଲ୍ଲିକ। ତାଙ୍କ ଘର ଭଦ୍ରକ ଜିଲ୍ଲାର ବାସୁଦେବପୁର … Read More

ଦେଖିଦେଲେ ଲୋକ ଗହଳି; ନଦୀ ମଝିରେ ଅଟକିଗଲେ ହାତୀ ପଲ

  ବୌଦ୍ଧ : ନଦୀ ପାର ହେଉଥିବା ବେଳେ ମଝି ନଦୀରେ ଫସି ଅଟକିଛନ୍ତି ୧୨ ଟିକିଆ ହାତୀ ପଲ। ନା ଏ କୂଳକୁ ଆସି ପାରୁଛନ୍ତି ନା ଆଗକୁ ଯାଉଛନ୍ତି। ବୌଦ୍ଧ ଜିଲ୍ଲା କଣ୍ଟାମାଲ ରେଞ୍ଜ ର ମାଣିକପୁର ଗାଁ … Read More

ଜେଲ୍‌ ଫେରନ୍ତାଙ୍କୁ ଗୁଳି କରି ମାରିଦେଲେ

  ଢେଙ୍କାନାଳ : ଜେଲ୍‌ ଫେରନ୍ତାଙ୍କୁ ଗୁଳି କରି ହତ୍ୟା କଲେ ଅଭିଯୁକ୍ତ। ରେଲୱେ ଓଭରବ୍ରିଜ ନିକଟରୁ ରକ୍ତଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି। ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ଆଳତୁମା ରେଲୱେ ଓଭରବ୍ରିଜ୍ ପାଖ ସଉରିଆ ନିକଟରେ। ମୃତ ବ୍ୟକ୍ତି ଜଣଙ୍କ … Read More

ଫାଇନାନ୍ସ ସଂସ୍ଥାର କର୍ମଚାରୀଙ୍କୁ ଅପହରଣ ଅଭିଯୋଗ,ବାଟରେ ପଡ଼ିଛି ବାଇକ୍ ଓ ଚପଲ

କେନ୍ଦ୍ରାପୋଡ଼ା : ଏକ ଘରୋଇ ଫାଇନାନ୍ସ ସଂସ୍ଥାର କର୍ମଚାରୀଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ତନ୍ତିଆ ପାଳ ସାମୁଦ୍ରିକ ଥାନା ଆନ୍ତର୍ଗତ ବାବର ଅଞ୍ଚଳରେ। ନିଖୋଜ ଥିବା କର୍ମଚାରୀ ଜଣଙ୍କ ହେଲେ ରାଜଗଡ଼ ଗ୍ରାମର … Read More

ସିବିଆଇ କିଛି ନ ପାଇଲେ ପ୍ରଧାନମନ୍ତ୍ରୀ ଇସ୍ତଫା ଦେବେ କି?

ନୂଆଦିଲ୍ଲୀ : ବାସଭବନ ନବୀକରଣରେ ହୋଇଥିବା ଅନିୟମିତତା ଅଭିଯୋଗ ପ୍ରସଙ୍ଗରେ ଆଜି ନୀରବତା ଭାଙ୍ଗିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଏହି ଅଭିଯୋଗର ତଦନ୍ତ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ସିବିଆଇକୁ ହସ୍ତାନ୍ତର କରିବା ପରେ ଆଜି କେଜ୍ରିୱାଲ ଆଟାକିଂ ମୁଡକୁ ଚାଲି … Read More

ଗୋଟିଏ ‘ମୋ ବସ୍‌’ରୁ ୪ ମୋବାଇଲ ଚୋରି

ଭୁବନେଶ୍ବର :ରାଜଧାନୀ ଭୁବନେଶ୍ୱରରେ ଆଜି ଗୋଟିଏ ମୋ ବସ୍‌ରୁ ୪ଟି ମୋବାଇଲ ଫୋନ୍ ଚୋରି ହୋଇଥିବା ଅଭିଯୋଗ ହୋଇଛି। ବସ୍‌ଟି ବରମୁଣ୍ଡାରୁ ଟଙ୍କପାଣି ସାଇ ମନ୍ଦିର ଯାଉଥିଲା। ସିଆରପି ଛକ ନିକଟରେ ମୋବାଇଲ ଗୁଡ଼ିକ ଚୋରି ହୋଇଥିବା ଅଭିଯୋଗ ହୋଇଛି।ମୋବାଇଲ … Read More

ବିରୋଧୀ ଦଳ ନେତାଙ୍କୁ ‘ମାନସିକ ବିକାରଗ୍ରସ୍ତ’ କହି ପ୍ରତିହିଂସାର ରାଜନୀତି କରୁଛି କି ବିଜେଡି

ଭୁବନେଶ୍ବର : ବିରୋଧୀ ଦଳ ନେତାଙ୍କୁ ‘ମାନସିକ ବିକାରଗ୍ରସ୍ତ’ ବୋଲି ସମ୍ବୋଧିତ କରିବା ଓ ତାହା ବିଧାନସଭାର ଗୃହ ବିବରଣୀରୁ ବାଦ୍ ଦିଆନଯିବା ଶାସକ ବିଜେଡିର ପ୍ରତିହିଂସା ରାଜନୀତିକୁ ପଦାରେ ପକାଇଛି । ଗଣତନ୍ତ୍ରରେ ନିର୍ବାଚିତ ସରକାର ଓ ବ୍ୟବସ୍ଥାଗତ … Read More

ବନ୍ଦେ ଭାରତର ପ୍ରଥମ ଯାତ୍ରା: ପ୍ରଥମ ଦିନରେ ଯାତ୍ରାକଲେ ୫୮୪

ରାଉରକେଲା : ନିୟମିତ ଯାତ୍ରୀନେଇ ବୁଧବାର ପ୍ରଥମଥର ଗଡ଼ିଛି ବନ୍ଦେଭାରତ ଏକ୍ସପ୍ରେସ୍‌। ତେବେ ପୂର୍ବରୁ ଦୁଇଥର ପରୀକ୍ଷାମୂଳକ ଯାତ୍ରା ଓ ଉଦ୍‌ଘାଟନୀ ଯାତ୍ରାବେଳେ ଲୋକଙ୍କ ମନରେ ଯେଭଳି ଉତ୍ସୁକତା ଦେଖିବାକୁ ମିଳିଥିଲା, ତାହା ଆଜି କମ୍‌ ପରିଲକ୍ଷିତ ହୋଇଥିଲା। ଯାତ୍ରୀ … Read More

ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ଗାଦୀ ନେମାଳ ବଟକୁ ସର୍ବସାଧାରଣ ପୀଠ ଭାବରେ ରାୟ ପ୍ରଦାନ କଲେ କୋର୍ଟ

କଟକ: ଦୀର୍ଘ ୧୧ ବର୍ଷ ଧରି କୋର୍ଟରେ ଚାଲିଥିବା ମକଦମା ନେଇ ଗୁରୁବାର ଐତିହାସିକ ରାୟ ଆସିଛି। ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ଗାଦୀ ନେମାଳ ବଟକୁ ସର୍ବସାଧାରଣ ପୀଠ ଭାବରେ କୋର୍ଟ ରାୟ ପ୍ରଦାନ କରିଛନ୍ତି। ମହନ୍ତ ମହାରାଜ ଗଗନାନନ୍ଦ ଗୋସ୍ୱାମୀ … Read More

ରାଜ୍ୟରେ ଆଉ ୨୫ଟି ଜିଲ୍ଲା ଗଠନ ପାଇଁ ସରକାର ପାଇଛନ୍ତି ଦାବିପତ୍ର

ଭୁବନେଶ୍ବର : ରାଜ୍ୟରେ ଆଉ ୨୫ଟି ନୂଆ ଜିଲ୍ଲା ଗଠନ କରିବା ପାଇଁ ସରକାରଙ୍କ ପାଖକୁ ଆସିଛି ଦାବିପତ୍ର। ଆଜି ବିଧାନସଭାରେ ବିଜେପି ବିଧାୟକ ମୋହନ ଚରଣ ମାଝୀଙ୍କ ଏକ ପ୍ରଶ୍ନର ଉତ୍ତରରେ ଏହି ତଥ୍ୟ ଦେଇଛନ୍ତି ରାଜସ୍ୱ ଓ … Read More