ସୁସ୍ମିତାଙ୍କୁ ନ୍ୟାୟ ପାଇଁ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ: ଶରତ ପଟ୍ଟନାୟକ
ରାଉରକେଲା: ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅବସ୍ଥାପିତ ସହକାରୀ ଜିଲ୍ଲା ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁର ପ୍ରକୃତ କାରଣ ଖୋଜି ବାହାର କରିବାକୁ ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ଦାବି କରିଛନ୍ତି। ଖୋଦ୍ ଗୃହ ମନ୍ତ୍ରୀ ଥିବା ନବୀନ ପଟ୍ଟନାୟକଙ୍କ … Read More