ଆଇନରେ ପରିଣତ ହେଲା ମହିଳା ସଂରକ୍ଷଣ

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୋହର ପରେ ସଂସଦରେ ପାରିତ ହୋଇଥିବା ଐତିହାସିକ ମହିଳା ସଂରକ୍ଷିତ ବିଲ୍‌ ଆଜି ଆଇନରେ ପରିଣତ ହୋଇ ଯାଇଛି। ସର୍ବସମ୍ମତିକ୍ରମରେ ମହିଳା ସଂରକ୍ଷଣ ବିଲ୍‌ ବା ନାରୀ ଶକ୍ତି ବନ୍ଦନ ଅଧିନିୟମ ଉଭୟ … Read More